ଆଇସିସି ରାଙ୍କିଂରେ ବଡ଼ ପରିବର୍ତ୍ତନ, ନମ୍ବର-୧ ବୋଲର ହେଲେ….
ନୂଆଦିଲ୍ଲୀ,୪।୧୧: ଆଇସିସି ପକ୍ଷରୁ ବୁଧବାର ଜାରି ହୋଇଥିବା ସଦ୍ୟତମ ରାଙ୍କିଂରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଅଷ୍ଟ୍ରେଲିଆର ଅଭିଜ୍ଞ ଦ୍ରୁତ ବୋଲର ମିଚେଲ୍ ଷ୍ଟାର୍କ ପୁଣିଥରେ ଟେଷ୍ଟ୍ ବୋଲିଂ ରାଙ୍କିଂର ଶୀର୍ଷ ସ୍ଥାନ ଦଖଲ କରିଛନ୍ତି । ଦକ୍ଷିଣ ଆଫ୍ରିକାର…
ରବୀନ୍ଦ୍ର ଜାଡେଜାଙ୍କ ୪ ବର୍ଷିଆ ଆଧିପତ୍ୟର ଅନ୍ତ; ICC ମାନ୍ୟତାରେ ସାମ୍ନାକୁ ଆସିଲେ ବିଶ୍ୱର ନୂଆ ନମ୍ବର ୧ ଖେଳାଳି
ନୂଆଦିଲ୍ଲୀ,୨୮।୧୦: ଆଇସିସି (ICC) ଟେଷ୍ଟ ଅଲ-ରାଉଣ୍ଡର ମାନ୍ୟତାର ଶୀର୍ଷ ସ୍ଥାନରେ ରବୀନ୍ଦ୍ର ଜାଡେଜାଙ୍କ ଯୁଗର ଅନ୍ତ ଘଟିଛି। ଅକ୍ଟୋବର ୨୮, ବୁଧବାର ପ୍ରକାଶିତ ମାନ୍ୟତା ଅନୁଯାୟୀ, ଜାଡେଜା ଗୋଟିଏ ସ୍ଥାନ ତଳକୁ ଖସି ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ଏହି ଭାରତୀୟ କ୍ରିକେଟର…
ICC ମାନ୍ୟତାରେ ବଡ଼ ପରିବର୍ତ୍ତନ: ତିନୋଟିଯାକ ଫର୍ମାଟରେ ଏକକାଳୀନ ବଦଳିଲା ନମ୍ବର ୧ ସ୍ଥାନ; ଶୀର୍ଷରେ ଅଭିଷେକ
ନୂଆଦିଲ୍ଲୀ,୨୮।୧୦: ସାମ୍ପ୍ରତିକ ICC ମାନ୍ୟତାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯେଉଁଥିରେ ତିନିଜଣ ଖେଳାଳି ନୂତନ ଭାବେ ବିଶ୍ୱର ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ T20 ମ୍ୟାଚରେ ୧୧୩ ରନର ଇନିଂସ ଖେଳିବା ପରେ,…
ସଦ୍ୟତମ ICC ର଼୍ୟାଙ୍କିଙ୍ଗରେ ଜସପ୍ରିତ ବୁମରା ମାରିଲେ ଲମ୍ବାଡିଆଁ, ନମ୍ବର ୧ରେ ଏହି ଭାରତୀୟ ଖେଳାଳି
ନୂଆଦିଲ୍ଲୀ,୨୬।୨ : ICC T20 ବିଶ୍ୱକପ ୨୦୨୬ର ହାଇ-ଭୋଲଟେଜ ସୁପର ୮ମ୍ୟାଚ ମଧ୍ୟରେ, ICC ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି, ଯାହା ପୁଣି ଥରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ ପ୍ରଦର୍ଶନ କରୁଛି। ଭାରତୀୟ ରହସ୍ୟମୟ ସ୍ପିନର ବରୁଣ ଚକ୍ରବର୍ତ୍ତୀ ସଦ୍ୟତମ ICC…
ପୁଣି ୩ ଫର୍ମାଟରେ ନମ୍ବର-୧ ମୁକୁଟ ପିନ୍ଧିବାକୁ ଯାଉଛି ଭାରତ: ଅପଡେଟ୍କୁ ଅପେକ୍ଷା
ନୂଆଦିଲ୍ଲୀ,୨୦।୧: ଭାରତୀୟ କ୍ରିକେଟ ଦଳ ପୁଣି ଥରେ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହେବାକୁ ଯାଉଛି। ଟିମ ଇଣ୍ଡିଆ ପୂର୍ବରୁ ଦିନିକିଆ ଏବଂ ଅନ୍ତର୍ଜାତୀୟ ଟି-୨୦ରେ ଏକ ନମ୍ବରରେ ଅଛି।ବର୍ତ୍ତମାନ ଭାରତୀୟ ଦଳ ମଧ୍ୟ ଟେଷ୍ଟରେ ନମ୍ବର-୧ ହେବାକୁ…

