ଆଇସିସି ଟି-୨୦ ରାଙ୍କିଙ୍ଗ୍ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…
ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ ପଛକୁ ଥିବା ଅଭିଷେକ ଶର୍ମା ଏବେ ଆହୁରି ନିକଟତର ହୋଇଛନ୍ତି। ଏହା ସହ…

