ସ୍ମୃତି ମନ୍ଧାନା ବର୍ଷର ଶ୍ରେଷ୍ଠ କ୍ରିକେଟର: ପୁରସ୍କାର ପାଇ ଦେଲେ ବଡ଼ ସଂକେତ… ନୂଆଦିଲ୍ଲୀ,୨୭।୧: ତାରକା ଭାରତୀୟ ବ୍ୟାଟର ସ୍ମୃତି ମନ୍ଧାନା ICC ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର ୨୦୨୪ ପୁରସ୍କାର ଜିତିଛନ୍ତି। ୨୮ ବର୍ଷୀୟ ବାମହାତୀ ଓପନିଂ ବ୍ୟାଟର ଗତ ବର୍ଷ ଭାରତୀୟ ମହିଳା ଟିମ୍ ପାଇଁ ୧୩ଟି ଦିନିକିଆ...