ଜୟ ଶାହାଙ୍କ ଟିମ୍ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…
ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍ କାଉନସିଲ୍ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍ ଭାବେ ନିଯୁକ୍ତ କରିଛି । ତାଙ୍କ କାର୍ଯ୍ୟକାଳ ୧୪ ମାସ ରହିବ ଏବଂ ସେ ନଭେମ୍ବର ୨୦୨୭…
ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି
ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି, ଯାହା ଫଳରେ ଦୁଇ ଦେଶ ଏବେ କେବଳ ବିଶ୍ୱକପ ଏବଂ ଏସିଆ କପ…
୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC
ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ ଘୋଷଣା କରିଛି। ୧୦ଟି ଦଳକୁ ନେଇ ଯୋଗ୍ୟତା ପର୍ଯ୍ୟାୟ ୨୨ ଫେବୃଆରୀରୁ ୨୩…
ମ୍ୟାଚ୍ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର
ଦୁବାଇ,୩ା୮: ୟୁଏସ୍ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ ହୋଇଛନ୍ତି। ଏ ନେଇ ଆଇସିସି ଆଣ୍ଟି-କରପସନ ଟ୍ରିବ୍ୟୁନାଲ ପକ୍ଷରୁ ସୋମବାର କୁହାଯାଇଛି। ଏହି…
T20 World Cup 2026: ICCର ବଡ଼ ନିଷ୍ପତ୍ତି, ମହିଳା T20 ବିଶ୍ୱକପ ବିଜେତାଙ୍କ ଉପରେ ହେବ ଧନ ବର୍ଷା
ନୂଆଦିଲ୍ଲୀ,୧୨।୬: ମହିଳା କ୍ରିକେଟର ବର୍ଦ୍ଧିତ ବିଶ୍ୱ ଲୋକପ୍ରିୟତା ମଧ୍ୟରେ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) 2026 ମହିଳା T20 ବିଶ୍ୱକପ ସମ୍ପର୍କରେ ଏକ ପ୍ରମୁଖ ଏବଂ ଐତିହାସିକ ନିଷ୍ପତ୍ତି ନେଇଛି। ଜୁନ ୧୨ରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟର…
କାନାଡାକୁ ବଡ଼ ଝଟ୍କା: ମିଳିବନାହିଁ ଆଇସିସି ପାଣ୍ଠି
ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍ ବୋର୍ଡ ସଦସ୍ୟ ଲାଗି ଏକ ବଡ଼ ଝଟ୍କା। କାରଣ ଆସୋସିଏଟ୍ ବୋର୍ଡ ଏହାର…
ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି
ନୂଆଦିଲ୍ଲୀ,୨୩।୩: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି ମାରିଛନ୍ତି । ସେହିପରି ପୁରୁଷ ବର୍ଗରେ ଜଣେ ପାକିସ୍ତାନୀ ଖେଳାଳି ଏହି…
IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC
ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ ଖେଳିଥିବା ୱେଷ୍ଟଇଣ୍ଡିଜ ଅଲରାଉଣ୍ଡର ଜାଭନ ସିଅର୍ଲସଙ୍କ ବିରୁଦ୍ଧରେ ବହୁ ଦୁର୍ନୀତି ନିବାରଣ କୋଡ…
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ ଜାଣନ୍ତୁ କିଏ ହେଲେ ଅଧିନାୟକ
ନୂଆଦିଲ୍ଲୀ,୧୦।୩: ICC ୨୦୨୬ ଟି-୨୦ ବିଶ୍ୱକପ ପାଇଁ ‘ଟିମ ଅଫ ଦି ଟୁର୍ଣ୍ଣାମେଣ୍ଟ’ ଘୋଷଣା କରିଛି। ବିଶ୍ୱ ଚାମ୍ପିଅନ ଭାରତୀୟ ଦଳର ଚାରି ଜଣ ଖେଳାଳିଙ୍କୁ ଏହି ସ୍ବତନ୍ତ୍ର ଦଳରେ ସାମିଲ କରାଯାଇଛି। ଏହି ଭାରତୀୟ ଖେଳାଳିଙ୍କ ମଧ୍ୟରେ ସଞ୍ଜୁ ସାମସନ,…
T20 World Cup 2026 ଫାଇନାଲରେ ପରଫର୍ମ କରିବେ ଏହି ବିଦେଶୀ କଳାକାର, ନାମ ଘୋଷଣା କଲା ICC
ନୂଆଦିଲ୍ଲୀ,୬।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବାକୁ ସ୍ଥିର ହୋଇଛି। ବିଶ୍ୱକପ ସମାପନ ଉତ୍ସବରେ ବିଦେଶୀ କଳାକାରମାନେ ପ୍ରଦର୍ଶନ କରିବେ। ପ୍ୟୁର୍ଟୋରିକାନ ପପ ଷ୍ଟାର ରିକି ମାର୍ଟିନ ଫାଇନାଲ ମ୍ୟାଚରେ…
ଚତୁର୍ଥ ଥର ପାଇଁ ICC ଟୁର୍ଣ୍ଣାମେଣ୍ଟର ଫାଇନାଲ ଖେଳିବେ ଭାରତ-ନ୍ୟୁଜିଲାଣ୍ଡ, ପୁଣି ‘ଅଶୁଭ’ ନ ହେଉ ନରେନ୍ଦ୍ର ମୋଦି ଷ୍ଟାଡିୟମ
ନୂଆଦିଲ୍ଲୀ,୬।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ହେବାକୁ ଯାଉଛି। ଗୋଟିଏ ମ୍ୟାଚ ପରେ ବିଜୟୀ ଦଳ ନିର୍ଣ୍ଣୟ କରାଯିବ। ରବିବାର, ୮ ମାର୍ଚ୍ଚରେ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଭାରତ ନ୍ୟୁଜିଲ୍ୟାଣ୍ଡ ସହିତ ମୁକାବିଲା କରିବ। ଏହି ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ…
ସେମିଫାଇନାଲ ପୂର୍ବରୁ ଟେନ୍ସନ୍ରେ ଟିମ୍ ଇଣ୍ଡିଆ: ସଞ୍ଜୁ ସାମସନ୍ଙ୍କୁ ନେଇ ଆସିଲା…
ମୁମ୍ବାଇ,୫।୩: ICC T20 ବିଶ୍ୱକପ 2026ର ଦ୍ୱିତୀୟ ସେମିଫାଇନାଲ ପୂର୍ବରୁ ‘ସଞ୍ଜୁ ସାମସନ ବ୍ୟାନ୍’ ସୋସିଆଲ ମିଡିଆରେ ବହୁତ ଟ୍ରେଣ୍ଡ କରୁଛି। ଏହି ନକଆଉଟ ମ୍ୟାଚରେ ଭାରତ ଏବଂ ଇଂଲଣ୍ଡ ପରସ୍ପର ସହିତ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ୱେଷ୍ଟଇଣ୍ଡିଜ…

