ନୂଆଦିଲ୍ଲୀ,୧୪ା୧୧(ପି.ଟି.): କାଉନସିଲ୍ ଫର୍ ଦ ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୧୭ରୁ ଏବଂ ଆଇଏସ୍ସି…