ଖୁବଶୀଘ୍ର ଇସ୍ତଫା ଦେବେ ବାଂଲାଦେଶ ରାଷ୍ଟ୍ରପତି; କିଏ ନେବେ ନେତୃତ୍ୱ? ରାଜନୈତିକ ମହଲରେ ହେଲାଣି ତୀବ୍ର ଆଲୋଚନା ଢାକା,୨୩।୭: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଛି ଯେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଖୁବ ଶୀଘ୍ର ଇସ୍ତଫା ଦେବାକୁ ଯାଉଛନ୍ତି; ଉଲ୍ଲେଖଯୋଗ୍ୟ, ତାଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଆଉ ଦୁଇ ବର୍ଷ ବାକି ଅଛି।…