Tag Archives: ICU

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ ସିଆ ଗୋଏଲଙ୍କ ପରିବାର ମଧ୍ୟ ଏକ ଗୁରୁତର ବ୍ୟକ୍ତିଗତ ସଙ୍କଟର ସମ୍ମୁଖୀନ ହେଉଛନ୍ତି।…

ଆଇସିୟୁ ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪: ସ୍ବାସ୍ଥ୍ୟସେବାକୁ ନେଇ ଇଣ୍ଟେନସିଭ୍‌ କେୟାର ୟୁନିଟ୍‌(ଆଇସିୟୁ)ର ସର୍ବନିମ୍ନ ମାନ ରକ୍ଷା ଲାଗି ସୁପ୍ରିମକୋର୍ଟ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ସ୍ତରରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କ୍ରିଟିକାଲ୍‌ କେୟାର ବ୍ୟବସ୍ଥାର ସୁବ୍ୟବସ୍ଥିତ ଭିତ୍ତିଭୂମିର ଉନ୍ନତି କରାଯିବା ଜରୁରୀ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ସଲମାନ ଖାନ ଏବଂ ତାଙ୍କ ଭଉଣୀ ତାଙ୍କ ପିତାଙ୍କୁ ଭେଟିବା…

ମହଙ୍ଗା ପଡ଼ିଲା ICUରେ ଧର୍ମେନ୍ଦ୍ରଙ୍କ ଭିଡିଓ କରିବା, ଗିରଫ ହେଲେ ହସ୍ପିଟାଲ କର୍ମଚାରୀ

ମୁମ୍ବାଇ,୧୩।୧୧: ଅଭିନେତା ଧର୍ମେନ୍ଦ୍ର ଅସୁସ୍ଥ ଅଛନ୍ତି। ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ କିଛି ଦିନ ହେବ ଭର୍ତ୍ତି କରାଯାଇଥିଲା, ଯେଉଁଠାରୁ ତାଙ୍କୁ ବୁଧବାର ଡିସଚାର୍ଜ କରାଯାଇଥିଲା। ସେ ଏବେ ଘରେ ଚିକିତ୍ସାଧୀନ ଅଛନ୍ତି। ଏହି ସମୟରେ, ବୁଧବାର ବିଳମ୍ବିତ ରାତିରେ,…

ପୁଣି ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ୍‌ ମଜୁମ୍‌ଦାର

ଭୁବନେଶ୍ୱର,୧୧ା୧୦: ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର(ଦାଦା)। ସ୍ନାୟୁଜନିତ ସମସ୍ୟାରେ ସୁଧାର ନ ଆସିବାରୁ ପୁଣି ଆଇସିୟୁକୁ ସ୍ଥାନାନ୍ତର ହୋଇଛନ୍ତି ଦାଦା। ଗତ ୨୪ ଘଣ୍ଟାରେ ଅଭିଜିତ୍‌ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ତେବେ…

ଆଇସିୟୁରେ ଲାଗିଲା ନିଆଁ, ୬ ମୃତ

ଜୟପୁର,୬।୧୦: ଜୟପୁରର ପ୍ରମୁଖ ହସ୍ପିଟାଲ, ସୱାଇ ମାନ ସିଂହ ହସ୍ପିଟାଲର ଆଇସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୬ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଏସଏମଏସ ହସ୍ପିଟାଲ ଟ୍ରମା ସେଣ୍ଟରର ଇନଚାର୍ଜ ଡାକ୍ତର ଅନୁରାଗ ଧାକଡ କହିଛନ୍ତି ଯେ ଅଗ୍ନିକାଣ୍ଡ…

ଆଇସିୟୁରେ ବବି ଦାସଙ୍କୁ ଦେଖା କରିବାକୁ ଏତେ ଲୋକଙ୍କୁ ଅନୁମତି ଦେଲା କିଏ? ସୋସିଆଲ ମିଡିଆରେ ଭାଇରାଲ ହେଉଛି ଏମିତି କିଛି ପ୍ରଶ୍ନ

ଭୁବନେଶ୍ୱର,୧୭।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି। ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଗୁରୁବାର କଂଗ୍ରେସ ପକ୍ଷରୁ ବନ୍ଦ ଡାକରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?