ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍ ଅଭୟ ସିଂହ ପୁଣି ଚର୍ଚ୍ଚାରେ ଅଛନ୍ତି। ଏଥର କାରଣ ହେଉଛି ତାଙ୍କ ବିବାହ। ଦୀର୍ଘ…