IIT baba’ at Maha Kumbh

ଚର୍ଚ୍ଚାରେ IIT ବାବା, ଅଘୋରୀ ବାବାଙ୍କ ମେଞ୍ଚେ ପ୍ରେମିକା!

ନୂଆଦିଲ୍ଲୀ,୧୪।୧: ମହାକୁମ୍ଭରେ ହୋଇଛି ମହାସମାବେଶ। ବିଶ୍ୱର ଚାରିଆଡୁ କୋଟିକୋଟି ଶ୍ରଦ୍ଧାଳୁଙ୍କ ପ୍ରୟାଗରାଜରେ ସମାଗମ ହୋଇଛି। ପ୍ରଥମ ଦିନରେ ୧.୬କୋଟିରୁ ଅଧିକ ଭକ୍ତ ଯୋଗ ଦେଇଛନ୍ତି। ଏଥିରେ ବାବା,…

11 months ago