ଆଇଏଲ୍ଆଣ୍ଡଏଫ୍ଏସ୍ ଠକେଇ ମାମଲା;ସାମ୍ନାକୁ ଆସିଲା ଅଡିଟରଙ୍କ କାରସାଦି ନୂଆଦିଲ୍ଲୀ,୧୦-୬: ଋଣ ସଙ୍କଟରେ ଫସିଥିବା ଆଇଏଲ୍ଆଣ୍ଡଏଫ୍ଏସ୍ରେ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। କମ୍ପାନୀକୁ ଗୋଷ୍ଠୀଗତ ଭାବେ ଲୁଟ କରାଯାଇଥିବା ବେଳେ ଏହି ଧାରାରେ ଅଡିଟରମାନେ ମଧ୍ୟ ସମ୍ପୃକ୍ତ ଥିବା ତଦନ୍ତରୁ ସାମ୍ନାକୁ ଆସିଛି। ଅଡିଟରମାନେ କେବଳ କମ୍ପାନୀର ଶୀର୍ଷ...