ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି ରହିଥିଲେ ହେଁ ବ୍ୟବସାୟୀ ବେଧଡକ ଭାବେ ଚାଲାଣ ଜାରି ରଖିଛନ୍ତି । ସୂଚନା…