ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ.. କଟକ,୨୩।୧୨: ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍ ଉପରେ ଚଢାଉ ଚାଲିଛି। ଚଢାଉରେ CDMOଙ୍କ ସହ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ ସାମିଲ...