କଟକ,୨୩।୧୨: ବେଆଇନ୍ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍ ଉପରେ ଚଢାଉ ଚାଲିଛି।…