Tag Archives: IMD

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ ପୂର୍ବରୁ ଦେଶର ଅନେକ ସ୍ଥାନରେ ବର୍ଷା ସତର୍କତା ଜାରି କରିଛି। ବର୍ଷା ପରେ ସର୍ବାଧିକ…

ବାତ୍ୟାର ଗତିପଥକୁ ନେଇ ବଡ଼ ସୂଚନା ଦେଲେ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା, ଓଡ଼ିଶାକୁ…

ଭୁବନେଶ୍ୱର,୨୫ା୧୧: ଇତିମଧ୍ୟରେ ଅବପାତର ରୂପ ନେଇସାରିଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ। ଏହା ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ। ତେବେ ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଏମିତି କହିଲେ ଆଇଏମ୍‌ଡି

ଭୁବନେଶ୍ୱର,୨୨ା୧୦: ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍‌…

୨୩ରେ ଅବପାତ ରୂପ ନେବ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ପବନ ସହ ବଜ୍ରପାତ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ଡରାଇଲା ଆମେରିକାର ଆକଳନ, ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର,୨।୧୦: ବଙ୍ଗୋପସାଗରରେ ଆସୁଛି ବଡ଼ ବାତ୍ୟା! ଏନେଇ ଆଲର୍ଟ ଜାରି କରିଛି ଆମେରିକାର ପାଣିପାଗ ବିଭାଗ The Joint Typhoon Warning Centre (ଜେଟିଡବ୍ଲ୍ୟୁସି)। କିନ୍ତୁ ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଲଘୁଚାପ…

ରାଜଧାନୀ ଆକାଶରେ ଘୋଟି ଆସିଲା ଅନ୍ଧାର, ଆଜିଠାରୁ ଜୁଲାଇ ୫ ପର୍ଯ୍ୟନ୍ତ ହେବ ବଡ଼ଧରଣର…

ନୂଆଦିଲ୍ଲୀ,୨୯ା୬: ରାଜଧାନୀ ଦିଲ୍ଲୀ ଆକାଶରେ ହଠାତ୍‌ ମାଡ଼ିଆସିଲା ଅନ୍ଧାର। ଏହା ପରେ ପ୍ରବଳ ବର୍ଷା ହେବାରୁ ଚାରିଆଡ଼େ ପାଣି ହୋଇଯାଇଛି। ଯଦିଓ ଏନ୍‌ସିଆର ଅଞ୍ଚଳର ବାସିନ୍ଦାମାନଙ୍କୁ ଗରମ ଏବଂ ଆର୍ଦ୍ରତାରୁ ମୁକ୍ତି ମିଳିଛି ମାତ୍ର ଝଡ଼ବର୍ଷା ଯୋଗୁ ଅନେକ ସମସ୍ୟା ଭୋଗ…

IMD କଲା ଆଲର୍ଟ, ୫ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ…

ଭୁବନେଶ୍ୱର,୨୫।୫: ଏଥର ସଅଳ ଆସିଲା ମୌସୁମୀ । ୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି…

ଆଗାମୀ ୨୪ଘଣ୍ଟା ଭୁବନେଶ୍ୱରକୁ ବିପଦ! ବଡ଼ ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୧୬ଟି ଜିଲା ପାଇଁ ଝଡ଼ତୋଫାନ, ବିଜୁଳି ଓ ପବନ-ବର୍ଷା ହେବାର ସତର୍କତା ଜାରି କରିଛି। ଆଇଏମଡି ପକ୍ଷରୁ ଆଜି ଅପରାହ୍ନ ସୁଦ୍ଧା ସତର୍କ ସୂଚନା ଦିଆଯାଇଛି। ଏଥିସହ ରାଜଧାନୀ ଭୁବନେଶ୍ୱରକୁ ଅରେଞ୍ଜ ଆଲର୍ଟଜାରି…

ନିର୍ଦ୍ଧାରିତ ସମୟର ଗୋଟିଏ ସପ୍ତାହ ପୂର୍ବରୁ କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୨୪।୫: କେରଳରେ ମୌସୁମୀ ପ୍ରବେଶ କରିଛି। ଏହା ନିର୍ଦ୍ଧାରିତ ସମୟର ପ୍ରାୟ ଗୋଟିଏ ସପ୍ତାହ ପୂର୍ବରୁ ମୌସୁମୀ କେରଳ ଛୁଇଁଛି। ଗତ ୧୬ ବର୍ଷ ମଧ୍ୟରେ ଏହି ବର୍ଷ ମୌସୁମୀ କେରଳରେ ସବୁଠାରୁ ଶୀଘ୍ର ପହଞ୍ଚିଛି। ଗତ ଦୁଇ ଦିନ ଧରି…

ପାଣିପାଗ ବିଭାଗର ବଡ଼ ସୂଚନା, ମେ’ ୨୩ରୁ ୨୮ ମଧ୍ୟରେ…

ଭୁବନେଶ୍ୱର,୧୪ା୫: ଓଡ଼ିଶାକୁ ବାତ୍ୟା ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। କେନ୍ଦ୍ର ପାଣିପାଗ ବିଭାଗ ସୂତ୍ରରୁ ପକ୍ଷରୁ ପ୍ରକାଶ ଯେ, ମେ’ ୨୩ରୁ ୨୮ ମଧ୍ୟରେ ଓଡ଼ିଶାକୁ ବାତ୍ୟା ହେବ ନାହିଁ। ଏବେ…

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି ପାଇଁ ଭଲ ଫସଲ ଅମଳ ହେବାର ଆଶା ସଞ୍ଚାର ହୋଇଛି। ଭାରତରେ ଦକ୍ଷିଣପଶ୍ଚିମ ମୌସୁମୀ…

ଶନିବାର ବିଭିନ୍ନ ଜିଲାରେ ହିଟ୍‌ ଓ୍ବେଭ୍‌: ସତର୍କ କରାଇଲା IMD

ଭୁବନେଶ୍ୱର,୧୨ା୩: ହୋଲି (ମାର୍ଚ୍ଚ ୧୫) ଦିନ ଓଡ଼ିଶାର ଅନେକ ଜିଲାରେ ହିଟ୍‌ ଓ୍ବେଭ୍‌ ଅନୁଭବ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଏବଂ ଏହି ସମ୍ପର୍କରେ ଏକ ସତର୍କତା ଜାରି କରିଛି। ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri