ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ… ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ...