Tag Archives: IMD

ରାଜଧାନୀରେ ପ୍ରବଳ ବର୍ଷା, ରାସ୍ତାରେ ଜମିଲା ପାଣି

ନୂଆଦିଲ୍ଲୀ, ୧୩।୦୭: ଦେଶର ରାଜଧାନୀ ଦିଲ୍ଲୀର ନୋଏଡ଼ା ଏବଂ ଏହାର ଆଖପାଖ ଅଞ୍ଚଳରେ ଆଜି ସକାଳୁ ସକାଳୁ ପ୍ରବଳ ବର୍ଷା ହୋଇଛି । ଦିଲ୍ଲୀ ଏନ୍‌ସିଆରର ବାସିନ୍ଦା ଗରମରୁ କିଛିଟା ଆରାମ ପାଇଛନ୍ତି । ବର୍ଷା ସହିତ ଉକ୍ତ ଅଞ୍ଚଳରେ...

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୧୨।୦୭: ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଆଗାମୀ କିଛିଦିନ ମଧ୍ୟରେ ପୂର୍ବ-ଉତ୍ତର ପ୍ରଦେଶ, ଦିଲ୍ଲୀ-ଏନ୍‌ସିଆର ଏବଂ ଉତ୍ତର ସହିତ ପୂର୍ବୋତ୍ତର ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ ବିହାର...

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ...

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୨୪ ଘଣ୍ଟା ଭିତରେ ଏହି ସହରରେ ପ୍ରବଳ ବର୍ଷା

ମୁମ଼୍ବାଇ, ୦୮।୦୭: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଲର୍ଟ ଜାରି କରିଛି...

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗ ଏନେଇ କହିଛି ଯେ, ଉତ୍ତର ପଶ୍ଚିମ ଭାରତ ଏବଂ...

ରାଜଧାନୀରେ ପ୍ରବଳ ବର୍ଷା, ୫ ମୃତ

ନୂଆଦିଲ୍ଲୀ, ୨୯।୦୬: ଦେଶର ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି । ଫଳରେ ରାସ୍ତାଘାଟ ବୁଡ଼ିଯିବା ସହିତ ବିଭିନ୍ନ ସମସ୍ୟା ଉପୁଜିଛି । ଦୀର୍ଘ ୮୮ ବର୍ଷ ପରେ ରାଜଧାନୀରେ ଜୁନ୍‌ ମାସର ଗୋଟିଏ ଦିନରେ ସର୍ବାଧିକ ବର୍ଷା...

ରାଜଧାନୀକୁ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଆଲର୍ଟ

ନୂଆଦିଲ୍ଲୀ, ୨୪।୬: ଦେଶର ରାଜଧାନୀରେ ଏକ ସପ୍ତାହ ଧରି ବର୍ଷା ହେବା ନେଇ ଜଣାପଡ଼ିଛି । ଏନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ଗତ କିଛିଦିନ ଧରି ଦିଲ୍ଲୀରେ ପ୍ରବଳ ଗରମ ଅନୁଭୂତ ହୋଉଥିଲା । ଯାହାକୁ...

ପ୍ରବଳ ବର୍ଷା, ୨୬ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୯।୬: ଭାରତର କିଛି ରାଜ୍ୟରେ ହିଟ୍‌ୱେଭ୍‌ ଜାରି ରହିଥିବା ବେଳେ ଆଉ ଏକ ରାଜ୍ୟରେ ଲାଗି ରହିଥିବା ବର୍ଷା ସରକାରଙ୍କ ଚିନ୍ତା ବଢ଼ାଇଛି । ଆସାମରେ ମୁଶଳଧାରାରେ ବର୍ଷା ହେବା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।...

୧୨ ରାଜ୍ୟକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୩ା୬: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟର ଲୋକମାନେ ପ୍ରବଳ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି। ଜୁନ୍‌ ୧୬ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ, ଦିଲ୍ଲୀ ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ପ୍ରବଳ ଖରା ହେବା ସହ ଆଉ...

ଆଗାମୀ ୭ ଦିନ ପ୍ରବଳ ବର୍ଷା, ଗରମରୁ ମିଳିବ ମୁକ୍ତି

ନୂଆଦିଲ୍ଲୀ, ୧୧।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧିରେ ଧିରେ ଉତ୍ତର ଭାରତ ଆଡ଼କୁ ମୁହାଁଉଛି । ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର ଦେଶର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି । ମିଳିଥିବା ସୂଚନା ଅନୁସାରେ,...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା ତାପମାତ୍ରା ଅନୁଭୂତିକୁ ୪୦ ଡିଗ୍ରୀ ଭଳି ଅନୁଭୂତ ହେଉଥିଲା ବେଳେ ସାଢ଼େ ୧୧ଟା...

ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୮।୪: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri