Tag Archives: IMD

ଉତ୍ତରାଖଣ୍ଡରେ ଭୟଙ୍କର ହିମସ୍ଖଳନ: ୪୭ ଶ୍ରମିକ ଫସି ରହିଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ନୂଆଦିଲ୍ଲୀ, ୨୮।୨: ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଏକ ହିମସ୍ଖଳନ ଘଟି ମାନା ଗାଁରେ ୫୭ ଜଣ ଶ୍ରମିକ ପୋତି ହୋଇଥିବା ସୂଚନା ମିଳିଛି। ୧୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ଅଣାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।...

ଉତ୍ତରପ୍ରଦେଶ ସମେତ ଏସବୁ ରାଜ୍ୟରେ ବର୍ଷା: ଏହି ରାଜ୍ୟଗୁଡ଼ିକରେ ପଡ଼ିବ ପ୍ରବଳ ଥଣ୍ଡା! ସତର୍କ କଲା IMD

ନୂଆଦିଲ୍ଲୀ, ୨ା୨: ଦେଶର ଅନେକ ସ୍ଥାନରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଦିଲ୍ଲୀ-ଏନସିଆରରେ କୁହୁଡ଼ି ବଢ଼ିବା ଆରମ୍ଭ କରିଛି, ଯେତେବେଳେ କି ଉତ୍ତର ଭାରତ ସମେତ ଅନେକ ରାଜ୍ୟରେ ଘନ କୁହୁଡ଼ି ଦେଖଃକା ଦେଇଛି। ଭାରତୀୟ ପାଣିପାଗ ବିଭାଗ...

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ।...

ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ...

୧୯ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଆଲର୍ଟ

ନୂଆଦିଲ୍ଲୀ, ୧୬।୦୭: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ ଠାରୁ ପୂର୍ବାଞ୍ଚଳ ମହାରାଷ୍ଟ୍ର, କେରଳ ଏବଂ କର୍ଣ୍ଣାଟକ ଆଦି ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି । ୟୁପି, ଗୁଜୁରାଟ ଠାରୁ ନେଇ ବିହାର ଏବଂ...

ରାଜଧାନୀରେ ପ୍ରବଳ ବର୍ଷା, ରାସ୍ତାରେ ଜମିଲା ପାଣି

ନୂଆଦିଲ୍ଲୀ, ୧୩।୦୭: ଦେଶର ରାଜଧାନୀ ଦିଲ୍ଲୀର ନୋଏଡ଼ା ଏବଂ ଏହାର ଆଖପାଖ ଅଞ୍ଚଳରେ ଆଜି ସକାଳୁ ସକାଳୁ ପ୍ରବଳ ବର୍ଷା ହୋଇଛି । ଦିଲ୍ଲୀ ଏନ୍‌ସିଆରର ବାସିନ୍ଦା ଗରମରୁ କିଛିଟା ଆରାମ ପାଇଛନ୍ତି । ବର୍ଷା ସହିତ ଉକ୍ତ ଅଞ୍ଚଳରେ...

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୧୨।୦୭: ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଆଗାମୀ କିଛିଦିନ ମଧ୍ୟରେ ପୂର୍ବ-ଉତ୍ତର ପ୍ରଦେଶ, ଦିଲ୍ଲୀ-ଏନ୍‌ସିଆର ଏବଂ ଉତ୍ତର ସହିତ ପୂର୍ବୋତ୍ତର ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ ବିହାର...

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ...

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୨୪ ଘଣ୍ଟା ଭିତରେ ଏହି ସହରରେ ପ୍ରବଳ ବର୍ଷା

ମୁମ଼୍ବାଇ, ୦୮।୦୭: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଲର୍ଟ ଜାରି କରିଛି...

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗ ଏନେଇ କହିଛି ଯେ, ଉତ୍ତର ପଶ୍ଚିମ ଭାରତ ଏବଂ...

ରାଜଧାନୀରେ ପ୍ରବଳ ବର୍ଷା, ୫ ମୃତ

ନୂଆଦିଲ୍ଲୀ, ୨୯।୦୬: ଦେଶର ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି । ଫଳରେ ରାସ୍ତାଘାଟ ବୁଡ଼ିଯିବା ସହିତ ବିଭିନ୍ନ ସମସ୍ୟା ଉପୁଜିଛି । ଦୀର୍ଘ ୮୮ ବର୍ଷ ପରେ ରାଜଧାନୀରେ ଜୁନ୍‌ ମାସର ଗୋଟିଏ ଦିନରେ ସର୍ବାଧିକ ବର୍ଷା...

ରାଜଧାନୀକୁ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଆଲର୍ଟ

ନୂଆଦିଲ୍ଲୀ, ୨୪।୬: ଦେଶର ରାଜଧାନୀରେ ଏକ ସପ୍ତାହ ଧରି ବର୍ଷା ହେବା ନେଇ ଜଣାପଡ଼ିଛି । ଏନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ଗତ କିଛିଦିନ ଧରି ଦିଲ୍ଲୀରେ ପ୍ରବଳ ଗରମ ଅନୁଭୂତ ହୋଉଥିଲା । ଯାହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri