Tag Archives: IMD

ନିର୍ଦ୍ଧାରିତ ସମୟର ଗୋଟିଏ ସପ୍ତାହ ପୂର୍ବରୁ କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୨୪।୫: କେରଳରେ ମୌସୁମୀ ପ୍ରବେଶ କରିଛି। ଏହା ନିର୍ଦ୍ଧାରିତ ସମୟର ପ୍ରାୟ ଗୋଟିଏ ସପ୍ତାହ ପୂର୍ବରୁ ମୌସୁମୀ କେରଳ ଛୁଇଁଛି। ଗତ ୧୬ ବର୍ଷ ମଧ୍ୟରେ ଏହି ବର୍ଷ ମୌସୁମୀ କେରଳରେ ସବୁଠାରୁ ଶୀଘ୍ର ପହଞ୍ଚିଛି। ଗତ ଦୁଇ ଦିନ ଧରି…

ପାଣିପାଗ ବିଭାଗର ବଡ଼ ସୂଚନା, ମେ’ ୨୩ରୁ ୨୮ ମଧ୍ୟରେ…

ଭୁବନେଶ୍ୱର,୧୪ା୫: ଓଡ଼ିଶାକୁ ବାତ୍ୟା ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଥିବାବେଳେ ବୁଧବାର ଏକ ବଡ଼ ସୂଚନା ଦେଇଛି ପାଣିପାଗ ବିଭାଗ। କେନ୍ଦ୍ର ପାଣିପାଗ ବିଭାଗ ସୂତ୍ରରୁ ପକ୍ଷରୁ ପ୍ରକାଶ ଯେ, ମେ’ ୨୩ରୁ ୨୮ ମଧ୍ୟରେ ଓଡ଼ିଶାକୁ ବାତ୍ୟା ହେବ ନାହିଁ। ଏବେ…

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି ପାଇଁ ଭଲ ଫସଲ ଅମଳ ହେବାର ଆଶା ସଞ୍ଚାର ହୋଇଛି। ଭାରତରେ ଦକ୍ଷିଣପଶ୍ଚିମ ମୌସୁମୀ…

ଶନିବାର ବିଭିନ୍ନ ଜିଲାରେ ହିଟ୍‌ ଓ୍ବେଭ୍‌: ସତର୍କ କରାଇଲା IMD

ଭୁବନେଶ୍ୱର,୧୨ା୩: ହୋଲି (ମାର୍ଚ୍ଚ ୧୫) ଦିନ ଓଡ଼ିଶାର ଅନେକ ଜିଲାରେ ହିଟ୍‌ ଓ୍ବେଭ୍‌ ଅନୁଭବ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଏବଂ ଏହି ସମ୍ପର୍କରେ ଏକ ସତର୍କତା ଜାରି କରିଛି। ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର…

ଉତ୍ତରାଖଣ୍ଡରେ ଭୟଙ୍କର ହିମସ୍ଖଳନ: ୪୭ ଶ୍ରମିକ ଫସି ରହିଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ନୂଆଦିଲ୍ଲୀ, ୨୮।୨: ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଏକ ହିମସ୍ଖଳନ ଘଟି ମାନା ଗାଁରେ ୫୭ ଜଣ ଶ୍ରମିକ ପୋତି ହୋଇଥିବା ସୂଚନା ମିଳିଛି। ୧୦ ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ସ୍ଥାନକୁ ଅଣାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବଦ୍ରିନାଥ…

ଉତ୍ତରପ୍ରଦେଶ ସମେତ ଏସବୁ ରାଜ୍ୟରେ ବର୍ଷା: ଏହି ରାଜ୍ୟଗୁଡ଼ିକରେ ପଡ଼ିବ ପ୍ରବଳ ଥଣ୍ଡା! ସତର୍କ କଲା IMD

ନୂଆଦିଲ୍ଲୀ, ୨ା୨: ଦେଶର ଅନେକ ସ୍ଥାନରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଦିଲ୍ଲୀ-ଏନସିଆରରେ କୁହୁଡ଼ି ବଢ଼ିବା ଆରମ୍ଭ କରିଛି, ଯେତେବେଳେ କି ଉତ୍ତର ଭାରତ ସମେତ ଅନେକ ରାଜ୍ୟରେ ଘନ କୁହୁଡ଼ି ଦେଖଃକା ଦେଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ…

ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…

୧୯ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଆଲର୍ଟ

ନୂଆଦିଲ୍ଲୀ, ୧୬।୦୭: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ ଠାରୁ ପୂର୍ବାଞ୍ଚଳ ମହାରାଷ୍ଟ୍ର, କେରଳ ଏବଂ କର୍ଣ୍ଣାଟକ ଆଦି ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି । ୟୁପି, ଗୁଜୁରାଟ ଠାରୁ ନେଇ ବିହାର ଏବଂ ଆସାମ…

ରାଜଧାନୀରେ ପ୍ରବଳ ବର୍ଷା, ରାସ୍ତାରେ ଜମିଲା ପାଣି

ନୂଆଦିଲ୍ଲୀ, ୧୩।୦୭: ଦେଶର ରାଜଧାନୀ ଦିଲ୍ଲୀର ନୋଏଡ଼ା ଏବଂ ଏହାର ଆଖପାଖ ଅଞ୍ଚଳରେ ଆଜି ସକାଳୁ ସକାଳୁ ପ୍ରବଳ ବର୍ଷା ହୋଇଛି । ଦିଲ୍ଲୀ ଏନ୍‌ସିଆରର ବାସିନ୍ଦା ଗରମରୁ କିଛିଟା ଆରାମ ପାଇଛନ୍ତି । ବର୍ଷା ସହିତ ଉକ୍ତ ଅଞ୍ଚଳରେ ଥଣ୍ଡା…

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୧୨।୦୭: ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଆଗାମୀ କିଛିଦିନ ମଧ୍ୟରେ ପୂର୍ବ-ଉତ୍ତର ପ୍ରଦେଶ, ଦିଲ୍ଲୀ-ଏନ୍‌ସିଆର ଏବଂ ଉତ୍ତର ସହିତ ପୂର୍ବୋତ୍ତର ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ ବିହାର ଏବଂ…

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?