ସତ ମାନିଲା IMF! ଭାରତର ବିରୋଧ ସତ୍ତ୍ୱେ ପାକିସ୍ତାନକୁ କାହିଁକି ଦେଇଥିଲା ୧ ବିଲିୟନ ଡଲାରର ଋଣ… ନୂଆଦିଲ୍ଲୀ,୨୩।୫: ପହଲଗାମ ଆକ୍ରମଣର ଜବାବ ଦେଇ ଭାରତ ପାକିସ୍ତାନ ଉପରେ ‘ଅପରେଶନ ସିନ୍ଦୂର’ ଆରମ୍ଭ କରିଥିଲା। ଏହାକୁ ନେଇ ଉଭୟ ଦେଶ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଥିଲା। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଥିବା...