ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର ଥାନାରେ କେସ୍ ନଂ ୨୧୨(୩୦.୦୬.୨୦୨୬)ରେ ଭାରତୀୟ ନ୍ୟାୟ ସଂହିତାର ଧାରା ୬୪(୨)(ଏମ) ସହ…