‘ଇରାନ-ଆମେରିକା ଶାନ୍ତି ବାର୍ତ୍ତା ପାକିସ୍ତାନରେ କାହିଁକିି?’ଲୋମ ଟାଙ୍କୁରା କଥା କହିଲେ ଇମ୍ରାନଙ୍କ ପୁଅ! ଇସଲାମାବାଦ,୨୫।୪: ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୁଅ ସୁଲେମାନ ଖାନ ଦେଶର ନେତୃତ୍ୱ ଉପରେ ଏକ ଗଭୀର ଗଣତାନ୍ତ୍ରିକ ସଙ୍କଟକୁ ଲୁଚାଇବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ କର୍ତ୍ତୃପକ୍ଷ ଭିନ୍ନମତ ସ୍ବରକୁ ଦମନ…