‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ
ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ ପାକିସ୍ତାନ ସରକାର ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି । ସେମାନଙ୍କ ଦାବି ହେଉଛି,…
ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା
ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ କିମ୍ବଦନ୍ତୀ କ୍ରିକେଟର ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ଏକ ଚିଠି ଲେଖି ଇମ୍ରାନ…
ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି
ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଦେବା ସହ ତାଙ୍କ ସହ ଉଚିତ ବ୍ୟବହାର କରିବାକୁ ଦାବି କରି ସେମାନେ…
୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….
ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲକୁ ନିଆଯାଇଥିଲା। ତେବେ ମାତ୍ର ପ୍ରାୟ ୬ ଘଣ୍ଟାର ମେଡିକାଲ ଯାଞ୍ଚ…
ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି
ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍ରେ ତାଙ୍କୁ ଅଦିଆଲା ଜେଲ୍ରୁ କଡ଼ା ସୁରକ୍ଷା ମଧ୍ୟରେ ହସ୍ପିଟାଲକୁ ନିଆଯାଇଥିଲା। ଇମ୍ରାନଙ୍କୁ ହସ୍ପିଟାଲକୁ ନେବା ପରେ…
ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ
ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ ତାଙ୍କ ପତ୍ନୀ ବୁଶରା ବିବି ଏବଂ ତାଙ୍କ ଭଉଣୀଙ୍କୁ ଭେଟିଛନ୍ତି। ସୁପ୍ରିମକୋର୍ଟ ଇମ୍ରାନ…
ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ
ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ ବରିଷ୍ଠ ନେତାଙ୍କୁ ଦଶ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହି ସମୟରେ,…
ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ
ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ ଏକ ଚିଠି ଲେଖିଛନ୍ତି। ସେମାନେ ବର୍ତ୍ତମାନର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କୁ ଜେଲରେ…
୮୫ ପ୍ରତିଶତ ଦୃଷ୍ଟିଶକ୍ତି ହରାଇଲେଣି ପୂର୍ବତନ ପ୍ରଧାନମନ୍ତ୍ରୀ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ହେଲା ଯାଞ୍ଚ
ଇସଲାମାବାଦ,୧୩।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗୋଟିଏ ଆଖିରେ ପ୍ରାୟ ୮୫ ପ୍ରତିଶତ ଦୃଷ୍ଟିଶକ୍ତି ହରାଇଛନ୍ତି। ପାକିସ୍ତାନ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ହୋଇଥିବା ତଦନ୍ତ ପରେ ଏହା ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଓକିଲ ସଲମାନ ସଫଦର ତାଙ୍କ ରିପୋର୍ଟରେ…
ଲୁଚି-ଛପି ଜେଲରୁ ହସ୍ପିଟାଲ ଗଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ଲାଇଟ ହୋଇଗଲା ବନ୍ଦ
ଇସଲାମାବାଦ,୨୯।୧: ପାକିସ୍ତାନରେ ବନ୍ଦୀ ଥିବା ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମ୍ପର୍କରେ ଏକ ବଡ଼ ଗୁମର ସାମ୍ନାକୁ ଆସିଛି। ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇମ୍ରାନ ଖାନଙ୍କୁ ଗୁପ୍ତ ଭାବରେ ଜେଲରୁ ଏକ ହସ୍ପିଟାଲକୁ ଅଣାଯାଇଥିଲା ଯେଉଁଠାରେ ତାଙ୍କର ଡାକ୍ତରୀ…
ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍, ଏହି କାରଣ ପାଇଁ କୋର୍ଟ…
ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍ରା ବିବିଙ୍କୁ ୧୭ ବର୍ଷ ଜେଲ୍ଦଣ୍ଡ ଦିଆଯାଇଛି। ଶନିବାର ଏକ ସ୍ବତନ୍ତ୍ର ଫେଡେରାଲ ତଦନ୍ତ ଏଜେନ୍ସି (FIA) କୋର୍ଟ ସେମାନଙ୍କୁ ୧୭…
ଜେଲରୁ ଫେରି ଇମ୍ରାନ ଖାନଙ୍କ ଭଉଣୀ କଲେ ବଡ଼ ଖୁଲାସା, ଇମ୍ରାନ ଆଉ…
ଇସଲାମବାଦ,୨।୧୨: ପ୍ରାୟ ଗୋଟିଏ ମାସ ପରେ ପୂର୍ୱତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ତାଙ୍କ ଭଉଣୀ ଡକ୍ଟର ଉଜମା ଖାତୁନଙ୍କୁ ଭେଟିବା ପାଇଁ ଅନୁମତି ମିଳିଛି। ସେ ଇମ୍ରାନ ଖାନଙ୍କୁ ଭେଟିଛନ୍ତି। ଆଦିଆଲା ଜେଲ ବାହାରେ ବିରୋଧ ପ୍ରଦର୍ଶନ ମଧ୍ୟରେ, ଇମ୍ରାନ…

