ଏଇ ଭାରତରେ
ପ୍ରଦୂଷିତ ପରିବେଶ, ଖାଦ୍ୟ ଓ ବାସସ୍ଥାନ ଅଭାବରୁ ବନ୍ୟଜନ୍ତୁଙ୍କ ସଂଖ୍ୟା କମିବାରେ ଲାଗିଛି। ଏହା ସହ ବେଆଇନ ଶିକାର ଯୋଗୁ ବହୁ ପ୍ରାଣୀଙ୍କ ଜୀବନ ଯାଉଛି। ଅନେକେ ମଧ୍ୟ କୌଣସି କାରଣରୁ ଆହତ ହୋଇ ମୃତ୍ୟୁମୁଖରେ ପଡ଼ୁଛନ୍ତି। ତେବେ ଶିକାରୀଙ୍କୁ...
ଏଇ ଭାରତରେ
ଛତିଶଗଡ଼ର ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ସେଥିରୁ ୨୦୨୩-୨୪ ବର୍ଷରେ ୧.୫ କୋଟି ଟଙ୍କା ରୋଜଗାର କରିଛନ୍ତି। ବିଶେଷକରି ସେ ଟମାଟୋ ଚାଷ ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ଉତ୍ପାଦିତ ଟମାଟୋକୁ ସେ ନୂଆଦିଲ୍ଲୀ, ବେଙ୍ଗାଲୁରୁ,...
ଏଇ ଭାରତରେ
ଆଜକୁ ୧୬ ବର୍ଷ ପୂର୍ବେ ଜଣେ ଅଟୋ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଚାଲାଣ ହେଉଥିବା ଜଣେ ଶିଶୁକୁ ଉଦ୍ଧାର କରାଯାଇଥିଲା। ଏହି ଘଟଣା ଘଟିଥିଲା ତାମିଲନାଡୁ ତିରୁଚିରେ ଓ ସେହି ଅଟୋଚାଳକ ଜଣକ ହେଉଛନ୍ତି ଡି.ଜୋଶେଫ। କିନ୍ତୁ ଏହା...
ଏଇ ଭାରତରେ
ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଥିବା ୨୨ ବର୍ଷୀୟ ରାହୁଲ ଆର୍ପାକା ରକ୍ଷକ ନାମକ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ତାଙ୍କୁ ସହଯୋଗ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ( ଏଆଇ) ବା କୃତ୍ରିମ...
ଏଇ ଭାରତରେ
ଗୋଟିଏ ଟମାଟୋ ବି ଜଣଙ୍କ ପାଇଁ ମୃତ୍ୟୁର କାରଣ ହୋଇପାରେ! କଥାଟା ଶୁଣିଲେ ଅଜବ ଲାଗିପାରେ। ହେଲେ ଏଭଳି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶ ଅନୁପପୁର ଜିଲା ବିଜୁରୀ ଥାନା ଅଞ୍ଚଳରେ। ଏହି ଅଞ୍ଚଳରେ ଜଣେ ଯୁବକ ଗତ ସୋମବାର...
ଏଇ ଭାରତରେ
ସ୍ବର୍ଣ୍ଣଚମ୍ପାର ମୂଲ୍ୟ ବଜାରରେ ଅଧିକ। ଏହାକୁ ଲକ୍ଷ୍ୟ କରି ମହାରାଷ୍ଟ୍ର ସିନ୍ଧୁଦୁର୍ଗର ଉଦୟ ଗୋପୀନାଥ ଭେଲାଙ୍କର ଏହି ଫୁଲ ଚାଷ ଆରମ୍ଭ କରିଥିଲେ। ଏବେ ଜଣେ ସଫଳ ଚାଷୀ ଭାବେ ଏଥିରୁ ସେ ବର୍ଷକୁ ୯ ଲକ୍ଷ ଟଙ୍କା ରୋଜଗାର...
ଏଇ ଭାରତରେ
ପ୍ଲାଷ୍ଟିକ୍ ପ୍ରଦୂଷଣ ଦୂର କରିବା ଲାଗି ବିଭିନ୍ନ ବର୍ଜ୍ୟରୁ ଏହାର ବିକଳ୍ପ ସାମଗ୍ରୀ ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି ରେହା କୋଠାରି ଓ ରିଶିକା ରେଡ୍ଡୀ। ଲକ୍ଡାଉନ ସମୟରେ ସମସ୍ତେ ଘରକୁ ସାମଗ୍ରୀ ମଗାଉଥିଲେ ଏବଂ ଏହା ଯୋଗୁ ଘରେ...
ଏଇ ଭାରତରେ
ଜ୍ଞାନ ସେଟ୍ଟୀଙ୍କୁ ବୟସ ଏବେ ୨୮ । ସେ ପେସାରେ ଜଣେ ଇଞ୍ଜିନିୟର ଓ ରହୁଛନ୍ତି ମେଙ୍ଗାଲୁରୁରେ । ଏବେ ଚାକିରି ଛାଡ଼ି ଅଗଣାରେ ବଗିଚାଟିଏ କରିଛନ୍ତି। ସେହି ବଗିଚାର ନାମ ଦେଇଛନ୍ତି ‘ନମୋ ବଗିଚା’। ସେ ଘର ଅଗଣା...
ଏଇ ଭାରତରେ
କାଗଜ ଉତ୍ପାଦନ ପାଇଁ ଗଛ କାଟି ପରିବେଶକୁ ନଷ୍ଟ କରାଯାଉଛି। ଏଣୁ ଗଛ କଟା ହ୍ରାସ କରିବାକୁ କାଗଜ ତିଆରିର ନୂଆ ପଦ୍ଧତି ଆପଣାଇଛନ୍ତି ତାମିଲନାଡୁର ସୁସ୍ମିତା କ୍ରିଷ୍ଣନ। ୨୫ ବର୍ଷୀୟା ସୁସ୍ମିତା ପାଣିରେ ବଢୁଥିବା କଲିକତି ଦଳରୁ କାଗଜ...
ଏଇ ଭାରତରେ
ସମସ୍ୟା ସମାଧାନ ନ ହେଲେ ସମସ୍ତେ ବିରୋଧ କରନ୍ତି। ଏଥିପାଇଁ କେହି କେହି ଆଇନର ଆଶ୍ରୟ ନିଅନ୍ତି ତ କେହି ଅନୁରୋଧ କରନ୍ତି। ହେଲେ ବେଳେବେଳେ ଲୋକେ ଏଭଳି ଅଜବ ଢଙ୍ଗରେ ବିରୋଧ ପ୍ରଦର୍ଶନ କରନ୍ତି ଯେ ତାହା ସମସ୍ତଙ୍କ...
ଏଇ ଭାରତରେ
ମହାରାଷ୍ଟ୍ରର ସୁନୀଲ କୋଲ୍ପେ ୧୬ଟି ମଇଁଷି କିଣି ଏକ ସ୍ମାର୍ଟ ଡାଇରି ଫାର୍ମ କରିଛନ୍ତି । ସୁନୀଲଙ୍କ ବୟସ ଏବେ ୪୩ ଓ ମହାରାଷ୍ଟ୍ର ଯୁବତମଲ ଜିଲାର ଛୋଟ ସହର ମହାଗାଓଁରେ ରହୁଛନ୍ତି ଏବଂ ଏହାଠାରୁ ତାଙ୍କ ଫାର୍ମ ୧୩...
ଏଇ ଭାରତରେ
ଡ୍ରାଗନ ଫ୍ରୁଟ୍ସ ଚାଷରୁ ବର୍ଷକୁ ୨୦ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ଉତ୍ତରପ୍ରଦେଶର ଅନସୁଲ ମିଶ୍ରା। ବହୁ ବର୍ଷ ଧରି ଚାଷ ହେଉ ନ ଥିବା ତାଙ୍କ ପୈତୃକ ଜମିରେ ଏହି ଚାଷ କରି ସେ ଏଭଳି ସଫଳତା ପାଇଛନ୍ତି।...
Archives


