Tag Archives: In India

ଏଇ ଭାରତରେ

ଝିଅମାନଙ୍କୁ ରାସ୍ତାରେ ବୁଲେଟ୍‌ ଚଲାଇବାର ପ୍ରାୟତଃ କେହି ଦେଖି ନ ଥିବେ। ହେଲେ ମଧ୍ୟପ୍ରଦେଶର ଜବଲପୁରରେ ଏମିତି କିଛି ଦେଖିବା ନୂଆ କଥା ନୁହେଁ। ଝିଅମାନେ ବି ଏଠି ବୁଲେଟ୍‌ ଓ ବାଇକ୍‌ ଚଢ଼ି ଯିବାଆସିବାର ଅଭ୍ୟାସ ଚଳାଇଛନ୍ତି। ତେବେ ଯୁବତୀମାନଙ୍କୁ…

ଏଇ ଭାରତରେ

ଶିକ୍ଷୟିତ୍ରୀଙ୍କ ବୟସ ୪୮। କିନ୍ତୁ ସେ ପଢ଼ାଉନ୍ତି ତାଙ୍କଠାରୁ ଅଧିକ ବୟସ୍କା ମହିଳାଙ୍କୁ। ଏମିତି ଏକ ଶିକ୍ଷାଦାନ କେନ୍ଦ୍ର ଚାଲିଛି ଗୁଜରାଟ ସୁରଟରେ। ଏଠାରେ ବୀଣା କଳାଥିୟା ୧୨୦ ଜଣ ମହିଳାଙ୍କୁ ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ଯାଏ ପଢ଼ାଇ ସାକ୍ଷର…

ଏଇ ଭାରତରେ

କେରଳର ଥାଟେକ୍କଡ ପକ୍ଷୀ ଅଭୟାରଣ୍ୟ ନିକଟରେ ବହିଯାଉଛି ପେରିୟାର ନଦୀ। ୨୦୦୯ରେ ଏହି ନଦୀରେ ଏକ ଡଙ୍ଗାବୁଡ଼ିଯିବା ଯୋଗୁ ୧୫ ଜଣ ପିଲାଙ୍କ ମୃତ୍ୟୁ ଘଟିଥିଲା ଏବଂ ଘଟଣା ଜଣେ ସ୍ଥାନୀୟ ଫର୍ନିଚର ଦୋକାନୀ ସାଜି ଭାଲାସେରୀଙ୍କୁ ପ୍ରଭାବିତ କରିଥିଲା ଏବଂ…

ଏଇ ଭାରତରେ

ଚିପ୍ସ ଖାଇବାକୁ ପ୍ରାୟ ସବୁ ପିଲା ଭଲପାନ୍ତି। ପିଲାଙ୍କର ଏହି ଦୁର୍ବଳତାକୁ ନେଇ ଅନେକ ସମୟରେ ବିକ୍ରେତାମାନେ ଫାଇଦା ନେବାକୁ ଚେଷ୍ଟା କରନ୍ତି। ବେଳେ ବେଳେ ସେମାନଙ୍କର ଏହି ମନୋଭାବ ପିଲାଙ୍କ ଜୀବନ ମଧ୍ୟ ନେଇଯାଏ। ବିଶ୍ୱାସ ହେଉ ନ ଥିଲେ…

ଏଇ ଭାରତରେ

ଖରାଦିନେ ପୋଷାକ ଖଣ୍ଡେ ପିନ୍ଧି ନିତିଦିନିଆ କାମ କରୁଥିବେ, କିଛି ସମୟ ପରେ ଦେହରେ ଆପେଆପେ ଏସିର ଥଣ୍ଡା ପବନ ବାଜିବା ଭଳି ଅନୁଭବ ହେବ। ଏମିତି ଏକ କଥାକୁ କଳ୍ପନା ବୋଲି ଭାବୁଛନ୍ତି କି! ଆଦୌ ନୁହେଁ। ବିହାରର ଭାଗଲପୁରରେ…

ଏଇ ଭାରତରେ

ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri