Tag Archives: in this India

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର କରିବାକୁ ପଡ଼ିଛି। ହରେକାଲା ମାଙ୍ଗାଲୋରର ଏକ ବସ୍‌ଷ୍ଟାଣ୍ଡରେ କମଳା ଲେମ୍ବୁ ବିକ୍ରିକରି ପରିବାର…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି ଗଠନ କରିଛନ୍ତି ଏବଂ ତାହା ମାଧ୍ୟମରେ ଏକ ବର୍ଜ୍ୟ ଶୂନ୍ୟ ଅଞ୍ଚଳ ଗଠନ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ ଜୀବନରେ। ସେ ଅଟୋ ଚଳାଉଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ସେ ଅଟୋ ଚଳାଇବା…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩ ବର୍ଷୀୟ ଆକାଶ ଯାଦବ ଓ ତାଙ୍କ ସାଙ୍ଗମାନେ ଗଙ୍ଗାନଦୀର ଘାଟଗୁଡ଼ିକୁ ସଫା କରିବାରେ…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ପଛରେ କାନପୁରର ବୈଭବ ରାଠୋରଙ୍କ ବଡ଼ ଭୂମିକା ରହିଛି।…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ ଜଳଚର ଜୀବଙ୍କ ବାସସ୍ଥଳୀ ପାଲଟିଥିବା କୋରାଲ ରିଫ୍‌ ବା ଶୈବାଳ ପାଚେରି ଏବେ…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ କରିଆସୁଛନ୍ତି। ତାଙ୍କର ଏହି ଯାତ୍ରା ଆରମ୍ଭ ହୁଏ ୧୯୯୨ରେ। ତା’ ପରେ ରେଡ୍ଡୀ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ ପାଣି ପିଇବାକୁ ଦେଉଥିବାରୁ ତାଙ୍କୁ ଲୋକେ ଶ୍ରଦ୍ଧାରେ ଏଭଳି ଡାକୁଛନ୍ତି। ନଟରାଜନଙ୍କ ବୟସ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ ଏସିଆକୁ ରତ୍ପାନି କରାଯାଉଥିଲା। ଅରୁଣାଚଳପ୍ରଦେଶ ତାଓ୍ବାଙ୍ଗ ଜିଲାର ଏହି ଛୋଟ ଗାଁର ନାମ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ ଯାନ (ଇଭି)ପାଇଁ ଋଣ ଯୋଗାଇ ଦେଉଛନ୍ତି। ୨୦୨୨ରେ ରାଜଶ୍ରୀ କେତେକ ଫାଇନାନ୍ସିଆଲ ଫାର୍ମରେ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ ଭୂତଳଜଳସ୍ତର ବୃଦ୍ଧି କରିବା ସକାଶେ ଆଇଏଏସ୍‌ ଅଧିକାରୀ ତଥା ତାମିଲନାଡୁ ତିରୁଭାଲ୍ଲାର ଜିଲାର…

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ ଅଜଣା ମୃତଦେହ ଦାହ ସଂସ୍କାର କରୁଛନ୍ତି। ଏବେ ସୁଦ୍ଧା ସେ ୭୦ଟି ଅଜଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri