Tag Archives: in this India

ଏଇ ଭାରତରେ

ନାଗା ଯୋଦ୍ଧା ଛାକେସାଙ୍କ ଜନଜାତି ଲୋକେ ଶିକାର ଛାଡ଼ିଦେଇ ପରିବେଶ ଓ ପ୍ରାଣୀଙ୍କ ସୁରକ୍ଷା ପାଇଁ ଏବେ କାମ କରୁଛନ୍ତି। ସେମାନେ ଇଣ୍ଡୋ-ବର୍ମା ବାୟୋଡାଇଭର୍ସିଟି ହଟ୍‌ସ୍ପଟରେ ଥିବା ଜେସାମି ଗାଁରେ ରହୁଛନ୍ତି। ଏହି ଜନଜାତିର ଲୋକ ଶିକାର କୌଶଳ ପାଇଁ ଜଣାଶୁଣା।…

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ସେ ଜିଲାର ବିଭିନ୍ନ ଗାଁରୁ ୧୦୦ ପିଲାଙ୍କୁ ବାଲ୍ୟବିବାହ ପଞ୍ଝାରୁ ମୁକୁଳାଇ ସାରିଲେଣି।…

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା ପରେ ପୁଣେର ଏକ କମ୍ପାନୀରେ ଚାକିରି କରିଥିଲେ। ୨୦୨୧ରେ ସେ ଚାକିରି ଛାଡ଼ି ଛତିଶଗଡ଼…

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ। ବିଶେଷକରି ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ସେ ଜଳାଶୟ ଏବଂ ଚେକ୍‌ ଡ୍ୟାମ୍‌ ନିର୍ମାଣ…

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି ସେମାନେ। ଏମିତି ଜଣେ ମହିଳା ହେଉଛନ୍ତି ତୃପ୍ତି ଭଟ୍ଟ। ସେ ଭାରତୀୟ ପୋଲିସ ସେବା(…

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ ବ୍ୟବହାର କରାଯାଉଛି ଏବଂ ଏଥିପାଇଁ ବହୁ ଷ୍ଟାର୍ଟଅପ ସାମ୍ନାକୁ ଆସୁଛନ୍ତି। ଏହା ବ୍ୟତୀତ ବ୍ୟକ୍ତିଗତ…

ଏଇ ଭାରତରେ

ବୟସ ଏକ ସଂଖ୍ୟା ଓ ଏହାର ପ୍ରଭାବକୁ ପ୍ରତିହତ କରି ଆଗକୁ ବଢ଼ିବା ସମ୍ଭବ ବୋଲି ପ୍ରମାଣ କରିଛନ୍ତି ଆନ୍ଧ୍ରପ୍ରଦେଶ ବିଜୟନଗରମର ବିଦ୍ୟା ସିଂ। ସେ ୫୯ ବର୍ଷ ବୟସରେ ପର୍ବତ ଆରୋହଣ ଆରମ୍ଭ କରିବା ପରେ ୧୯ଟି ଉଚ୍ଚ ଶୃଙ୍ଗ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦେଶରେ ଉଦାହରଣ ସୃଷ୍ଟି କରିଛି ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର। ଏଠାରେ ରହନ୍ତି ୨୫୦ ପରିବାର। ପରିବାରଗୁଡ଼ିକରେ ପ୍ରତିଦିନ ରୋଷେଇଘରୁ ବାହାରୁ ଥିବା ବର୍ଜ୍ୟ ସହ ଅନ୍ୟାନ୍ୟ ଅଦରକାରୀ ଜିନିଷକୁ ପୁନଃ ବ୍ୟବହାର ଯୋଗ୍ୟ କରିପାରୁଛନ୍ତି ଡ.…

ଏଇ ଭାରତରେ

କର୍ନାଟକର ସିର୍‌ଶି ଗାଁକୁ ଗଲେ ସେଠାରେ ରୋବୋ ଶିକ୍ଷକ ଦେଖିବାକୁ ପାଇବେ, ଯାହା ମଣିଷଙ୍କ ଭଳି ପଢ଼ାଇପାରୁଛି। ସ୍ମାର୍ଟ ଶିକ୍ଷାକୁ କର୍ନାଟକ ଗ୍ରାମାଞ୍ଚଳ ପିଲାଙ୍କ ପାଖରେ ପହଞ୍ଚାଇବା ଅକ୍ଷୟ ମାଶେଲକର ଏଡି ରୋବୋ ନିର୍ମାଣ କରିଛନ୍ତି। ଅକ୍ଷୟଙ୍କ ବୟସ ୩୦। କୋଭିଡ୍‌…

ଏଇ ଭାରତରେ

ରଶ୍ମି ଦୁର୍ବେଙ୍କ ପ୍ରାରମ୍ଭିକ ବିବାହିତ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ରହିଥିଲା। ତାହାକୁ ମୁକାବିଲା କରି ଏହି ମହିଳାଜଣକ ଏବେ କୃଷିରେ ସଫଳତା ପାଇବା ସହ ୨୦୦୦ କୃଷକଙ୍କୁ ମାର୍ଗଦର୍ଶନ କରୁଛନ୍ତି। ମଧ୍ୟପ୍ରଦେଶର ସେନଗୁଡା ଗାଁରେ ରହୁଛନ୍ତି ରଶ୍ମି। ୧୮ ବର୍ଷ ବୟସରେ…

ଏଇ ଭାରତରେ

ଭାରତୀୟ ସେନାରେ ୩୦ ବର୍ଷ କାର୍ଯ୍ୟ କରିବା ପରେ କଲୋନେଲ ଦିବ୍ୟ ଠାକୁର ମନାଲି ନିକଟସ୍ଥ ଏକ ଗାଁରେ ଆପଲ ଚାଷ କରୁଛନ୍ତି। ଜୈବିକ ପଦ୍ଧତିରେ ସେ ଏହି ଚାଷ କରି ସଫଳ ହୋଇଛନ୍ତି। ବଡ଼ କଥା ହେଉଛି ଜୁଲାଇ ୨୦୨୫ରେ…

ଏଇ ଭାରତରେ

ରୋଗ ହେଲେ ସମସ୍ତେ ଡାକ୍ତର ପାଖକୁ ଯାଆନ୍ତି। କିନ୍ତୁ ଏଥିପାଇଁ କେହି କ’ଣ ମନ୍ଦିର ଲୁଟିବାକୁ ଯିବା କଥା ଶୁଣିଛନ୍ତି! ଏଭଳି ଘଟଣା ଦେଖିବାକୁ ମିଳିଛି ଛତିଶଗଡ଼ର ଦୁର୍ଗ ଅଞ୍ଚଳରେ। ଏଠାରେ ୪୫ ବର୍ଷୀୟ ଜଣେ ବ୍ୟକ୍ତି ଏବେ ପୋଲିସ ହାତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri