୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ… ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି l ଚଳିତ ରଜ ପର୍ବକୁ ଦୃଷ୍ଟିରେ ରଖି ସରପଞ୍ଚଙ୍କ ଆଗୁଆ...