ଗିଲ୍ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ
ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍ରେ ବଡ଼ ବିଜୟ ହାସଲ କରିଛି । ଗୁଆହାଟୀରେ ଖେଳାଯାଇଥିବା ମୁକାବିଲାରେ ୱେଷ୍ଟଇଣ୍ଡିଜ ପ୍ରଥମେ ବ୍ୟାଟିଂ କରି ୫୦…

