Tag Archives: ind vs aus

ହଠାତ ଅଧାରୁ ଅଟକାଗଲା ମ୍ୟାଚ୍‌, ମଇଦାନରୁ ବାହାରକୁ ଗଲେ ଖେଳାଳି, ଦର୍ଶକ ବି ଲୁଚିଲେ; ଗାବାରେ କ’ଣ ଏମିତି ହେଲା?

ବ୍ରିସବେନ, ୮।୧୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରଜ୍‌ର ଅନ୍ତିମ ମ୍ୟାଚ୍‌ରେ ଏକ ଅଦ୍ଭୁତ ଘଟଣା ଘଟିଛି। ଅଧାରୁ ହଠାତ ମ୍ୟାଚ୍‌କୁ ଅଟକାଇ ଦିଆଯାଇଥିଲା, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ମ୍ୟାଚ ବ୍ରିସବେନ୍‌ର...

BCCI ପରେ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ କିଏ ଜାଣନ୍ତି କି? ରୋହିତ-କୋହଲିଙ୍କ ତୁଳନାରେ ଏତେ ଟଙ୍କା ଦିଏ…

ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ ଭାବରେ ସ୍ବୀକୃତିପ୍ରାପ୍ତ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ବିଶ୍ୱର ଦ୍ୱିତୀୟ ସବୁଠାରୁ ଧନୀ କ୍ରିକେଟ ବୋର୍ଡ କେଉଁଟି? ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ସମ୍ପତ୍ତି...

ନିଜେ ତ ଫେଲ୍‌ ହେଲେ, ଏହି ଖେଳାଳିଙ୍କୁ ବି ବୁଡ଼ାଇ ଦେଲେ କୋହଲି,Video ଭାଇରାଲ ପରେ… 

ନୂଆଦିଲ୍ଲୀ,୨୪।୧୦: ଟିମ୍‌ ଇଣ୍ଡିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ବ୍ୟାଟ ଅଷ୍ଟ୍ରେଲିଆରେ ସମ୍ପୂର୍ଣ୍ଣ ନୀରବ ହୋଇଯାଇଛି। ସେ ପର୍ଥ ଏବଂ ଆଡିଲେଡରେ ଖେଳାଯାଇଥିବା ଏକଦିବସୀୟ ମ୍ୟାଚ୍‌ରେ ନିଜର ଖାତା ଖୋଲିପାରି ନ ଥିଲେ। ଭାରତୀୟ ଦଳ ଉଭୟ ମ୍ୟାଚ୍‌ରେ ପରାଜିତ...

ଦିନିକିଆକୁ ବାଏ ବାଏ କହିଦେଲେ କି କୋହଲି: ସାଂଘାତିକ କଥା କହିଦେଲେ ଗାଭାସ୍କର

ସିଡନୀ,୨୪।୧୦: ଅଷ୍ଟ୍ରେଲିଆ ଗସ୍ତରେ ବିରାଟ କୋହଲିଙ୍କ ବ୍ୟାଟ ନୀରବ ରହିଛି। ସେ ଦୁଇଟି ମ୍ୟାଚରେ ଖାତା ମଧ୍ୟ ଖୋଲି ନାହାଁନ୍ତି। ପ୍ରଥମ ଦିନିକିଆରେ ମିଚେଲ ଷ୍ଟାର୍କଙ୍କ ଦ୍ୱାରା କୋହଲିଙ୍କୁ ଶୂନ୍ୟରେ ଆଉଟ କରାଯାଇଥିଲା। ଦ୍ୱିତୀୟ ଦିନିକିଆରେ ସେ ଜାଭିୟର ବାର୍ଟଲେଟ...

ଅଧିନାୟକ ହେବା ପରେ ଗିଲ୍‌ଙ୍କ ସାଂଘାତିକ ବୟାନ! ରୋହିତ-ବିରାଟ ହେଉଛନ୍ତି…

ନୂଆଦିଲ୍ଲୀ,୧୪।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ଶେଷ ହେବା ସହିତ, ଟିମ ଇଣ୍ଡିଆର ଅଧିନାୟକ ଶୁଭମନ ଗିଲ ଏବେ ଅଷ୍ଟ୍ରେଲିଆ ଗସ୍ତ ଉପରେ ନଜର ରଖିଛନ୍ତି। ସେ ଅଷ୍ଟ୍ରେଲିଆ ଗସ୍ତ ପାଇଁ ମନୋନୀତ ପ୍ରତ୍ୟେକ ଖେଳାଳିଙ୍କଠାରୁ କ’ଣ ଆଶା କରନ୍ତି...

ମୁଁ ଫିଟ୍‌ ଅଛି କିନ୍ତୁ…ଟିମ୍‌ ଚୟନକୁ ନେଇ ସାଂଘାତିକ କଥା କହିଦେଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୯।୧୦: ବରିଷ୍ଠ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ଶେଷରେ ତାଙ୍କର ନୀରବତା ଭାଙ୍ଗିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆର ଦଳରୁ ବାଦ ପଡ଼ିବା ପରେ, ଶାମି ସ୍ପଷ୍ଟ ଭାବରେ କହିଛନ୍ତି, ଫିଟନେସ ତାଙ୍କର ପ୍ରସଙ୍ଗ...

ବୈଭବ ସୂର୍ଯ୍ୟବଂଶୀ ମିଳିଲା ଚେତାବନୀ: ଭାରତ ଫେରିଲେ ହେବ ଯାଞ୍ଚ୍‌

ନୂଆଦିଲ୍ଲୀ,୭।୧୦:ଭାରତର ୧୯ ବର୍ଷରୁ କମ ଦଳ ବର୍ତ୍ତମାନ ଅଷ୍ଟ୍ରେଲିଆ ଗସ୍ତରେ ଅଛି। ଏଠାରେ ଯୁବ ଖେଳାଳିମାନେ ସେମାନଙ୍କର ପ୍ରଭାବଶାଳୀ ପ୍ରଦର୍ଶନ ସହିତ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଦଳର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଏବେ...

ଜସପ୍ରିତ ବୁମରାହଙ୍କଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ପର୍ଯ୍ୟନ୍ତ, ଏହି ୫ ଷ୍ଟାର ଖେଳାଳି ODI ସିରିଜରେ ଟିମ ଇଣ୍ଡିଆରୁ ବିଦା

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ଅଷ୍ଟ୍ରେଲିଆ (IND vs AUS) ଅକ୍ଟୋବର 19ରୁ ତିନି ମ୍ୟାଚ ବିଶିଷ୍ଟ ODI ସିରିଜ ଖେଳିବେ। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ...

ଟିମ ଇଣ୍ଡିଆରେ ଏହି ଷ୍ଟାର ଖେଳାଳିଙ୍କ କ୍ୟାରିଅର ଶେଷ? ଇଂଲଣ୍ଡ ପରେ, ଅଷ୍ଟ୍ରେଲିଆ ପାଇଁ ମଧ୍ୟ କରାଯାଇନାହିଁ ଚୟନ

ନୂଆଦିଲ୍ଲୀ,୫।୧୦: ବିସିସିଆଇ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଏବଂ ଟି-୨୦ ଦଳ ଘୋଷଣା କରିଛି। ଏହି ଗସ୍ତ ଭାରତୀୟ କ୍ରିକେଟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଦଳ ଅନେକ ବଡ଼ ପରିବର୍ତ୍ତନ କରିବ। ଶୁଭମନ ଗିଲ ରୋହିତ ଶର୍ମାଙ୍କ...

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ଗିଲ୍‌ଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି। ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରାଯାଇଛି। ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଦଳରେ ସାମିଲ ହୋଇଛନ୍ତି।...

ସହିପାରିଲେନି ପରାଜୟ କଷ୍ଟ: ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ଦୁବାଇ,୫।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଖେଳାଳି ଷ୍ଟିଭ ସ୍ମିଥ ଦିନିକିଆ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଷ୍ଟ୍ରେଲିଆ ଦଳ ସ୍ମିଥଙ୍କ ଅଧିନାୟକତ୍ୱରେ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଖେଳିଥିଲା। ସେମିଫାଇନାଲରେ ଭାରତ ବିପକ୍ଷରେ ଅଷ୍ଟ୍ରେଲିଆ ପରାଜୟର ସମ୍ମୁଖୀନ ହୋଇଥିଲା। ଏହି ପରାଜୟ ସହିତ...

ସତ ହେଲା କୋହଲିଙ୍କ କଥା: ବିଜୟର କିଛି ସେକେଣ୍ଡ ପୂର୍ବରୁ ରୋହିତଙ୍କୁ କହିଥିଲେ ଏମିତି କଥା

ଦୁବାଇ,୫।୩:ଟିମ ଇଣ୍ଡିଆ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଏହା ଅଷ୍ଟ୍ରେଲିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଭାରତର ବିଜୟ ପରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହା ଟିମ ଇଣ୍ଡିଆର ଡ୍ରେସିଂ ରୁମ୍‌ ଆସିଛି। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri