ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ ଭେଟିବ ଭାରତ ନୂଆଦିଲ୍ଲୀ,୧୫।୪: ଭାରତୀୟ କ୍ରିକେଟ ଦଳ ଅଗଷ୍ଟରେ ବାଂଲାଦେଶ ଗସ୍ତରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ। ଏହି ଗସ୍ତ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ସିରିଜ୍ର ପ୍ରଥମ ମ୍ୟାଚ ଅଗଷ୍ଟ ୧୭ରେ ଖେଳାଯିବ। ଟି-୨୦...