୫୧ ବର୍ଷ ପରେ ପ୍ରଥମଥର ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ ମାଞ୍ଚେଷ୍ଟର,୨୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡରେ ଅନୁଷ୍ଠିତ ହେଉଛି। ଏହି ମ୍ୟାଚରେ ଭାରତୀୟ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଇତିହାସ ସୃଷ୍ଟି କରିଛନ୍ତି। ଜୟସ୍ବାଲ…