ଟିମ ଇଣ୍ଡିଆରେ ଫେରିବେ ଦୁଇ ଷ୍ଟାର୍ ଖେଳାଳି, ଆସନ୍ତାକାଲି ନ୍ୟୁଜିଲାଣ୍ଡ ସହ ଲଢ଼େଇ; ୯ ନୂଆ ମୁହଁଙ୍କୁ ସୁଯୋଗ!
ନୂଆଦିଲ୍ଲୀ, ୧୮।୧୧: ଟି-୨୦ ଓ ଦିନିକିଆ ସିରିଜ ଜିତିବା ପରେ ଏବେ ଟେଷ୍ଟ ସିରିଜରେ ନ୍ୟୁଜିଲାଣ୍ଡକୁ ଭେଟିବ ଟିମ ଇଣ୍ଡିଆ। ଆସନ୍ତାକାଲି ଅର୍ଥାତ୍ ଗୁରୁବାର, ୧୯ ନଭେମ୍ବରରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ…

