ନୂଆଦିଲ୍ଲୀ,୨୫।୧: ରାୟପୁରର ଶହୀଦ ବୀର ନାରାୟଣ ସିଂହ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ, ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ପାୱାରପ୍ଲେରେ ଏକ ଚମତ୍କାର…