IND vs NZ 4th T20: ଏହାକୁ ଲଜ୍ଜାଜନକ ପରାଜୟ କୁହାଯାଇପାରେ! ୭ ବର୍ଷ ପରେ ନ୍ୟୁଜିଲ୍ୟାଣ୍ଡରେ ହାରିଲା ଭାରତ
ନୂଆଦିଲ୍ଲୀ,୩୦।୧୦: ଏହା ଏକ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ ଥିଲା, ଯେଉଁଥିରେ ବିଶେଷକରି ବ୍ୟାଟରମାନେ ଦଳକୁ ନିରାଶ କରିଥିଲେ। ସାତ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନ୍ୟୁଜିଲ୍ୟାଣ୍ଡ ନିଜ ମାଟିରେ ଭାରତ ବିପକ୍ଷରେ ଏକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଜିତିଛି। ଅକ୍ଲାଣ୍ଡରେ…

