୬, ୬, ୬, ୬, ୬, ୱିକେଟ… ନୀତୀଶ ରେଡ୍ଡୀଙ୍କ ବୋଲିଂରେ କ୍ରମାଗତ ପାଞ୍ଚଟି ଛକା, ଆଉ ଷଷ୍ଠ ବଲରେ ହେଲା ଏମିତି; ପ୍ରତିଶୋଧ ପୂରଣ ହେଲା
ନୂଆଦିଲ୍ଲୀ,୩୦।୧୦: ନ୍ୟୁଜିଲ୍ୟାଣ୍ଡର ଷ୍ଟାର୍ ଅଲରାଉଣ୍ଡର ଗ୍ଲେନ ଫିଲିପ୍ସ ଶୁକ୍ରବାର (ଅକ୍ଟୋବର ୩୦) ଅକ୍ଲାଣ୍ଡରେ ଭାରତ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଶତକ ହାସଲ କରିଛନ୍ତି। ଏହି ନ୍ୟୁଜିଲ୍ୟାଣ୍ଡ ଖେଳାଳି ମାତ୍ର ୪୯ଟି ବଲରୁ ୧୦୭ ରନ…

