IND vs NZ: ଘୋଷଣା ହେଲା ପନ୍ତଙ୍କ ରିପ୍ଲେସମେଣ୍ଟ, ଓ୍ବାନ ଡେ’ ଟିମରେ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୧୧।୧: ଭଦୋଦରାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ମ୍ୟାଚ ପୂର୍ବରୁ ଧ୍ରୁବ ଜୁରେଲଙ୍କୁ ଟିମ ଇଣ୍ଡିଆରେ ଯୋଡାଯାଇଛି। ଆହତ ରିଷଭ ପନ୍ତଙ୍କ ବଦଳ ଖେଳାଳି ଭାବରେ ଜୁରେଲଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ଶନିବାର ଥ୍ରୋ-ଡାଉନ ଅଭ୍ୟାସ ସମୟରେ ପନ୍ତ ଆହତ ହୋଇଥିଲେ,…
ମୁଁ ବହୁତ ଭାଗ୍ୟବାନ: କାହିଁକି ଏମିତି କହିଲେ ବିରାଟ କୋହଲି
ଦୁବାଇ,୧୦।୩: ଭାରତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଫାଇନାଲରେ ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା। ଭାରତର ଏହି ବିଜୟ ବିରାଟ କୋହଲି ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ ଥିଲା। ଟିମ ଇଣ୍ଡିଆର ବିଜୟ ଉପରେ…
ଦଳକୁ ବିଶ୍ୱବିଜୟୀ କରିବା ପରେ ସଫଳତାର ରାଜ୍ ଖୋଲିଲେ ରୋହିତ ଶର୍ମା
ଦୁବାଇ,୧୦।୩: ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍ରେ ୨୫୨ ରନ୍ର ପିଛା କରି ଭାରତ ୪ ଉଇକେଟ୍ରେ ଏକ ଚମତ୍କାର ବିଜୟ ହାସଲ କରିଛି। ଟିମ ଇଣ୍ଡିଆ ତୃତୀୟ ଥର ପାଇଁ ଆଇସିସି ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଲା। ରୋହିତ ଶର୍ମା ୭୬…
ଭାରତ ଜିତିବା ପରେ ଛୁଟିଲା ଅଭିନନ୍ଦନର ସୁଅ: ଜାଣନ୍ତୁ କିଏ କ’ଣ କହିଲେ
ନୂଆଦିଲ୍ଲୀ,୧୦ା୩: ଭାରତୀୟ ଦଳ ୪ ଉଇକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଛି। ଏହି ଉପଲବ୍ଧି ପରେ ଭାରତୀୟ ଦଳ ନିକଟକୁ ସୋସିଆଲ ମିଡିଆରେ ଅଭିନନ୍ଦନର ସୁଅ ଛୁଟିଛି। ଅଭିନନ୍ଦନକାରୀଙ୍କ ମଧ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ମାଲାମାଲ୍ ହେଲା ଟିମ୍ଇଣ୍ଡିଆ: ଜାଣନ୍ତୁ କାହାକୁ କେତେ କ’ଣ ମିଳିଲା
ଦୁବାଇ,୧୦।୩: ଭାରତ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଟାଇଟଲ ଜିତିଛି। ଇତିହାସରେ ଏହା ତୃତୀୟ ଥର ଟିମ ଇଣ୍ଡିଆ ଚାମ୍ପିଅନ୍ସ ଟ୍ରଫି ଜିତିଛି। ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତକୁ ୨୫୨ ରନର ଟାର୍ଗେଟ ମିଳିଥିଲା, ଯାହାକୁ…
ରବିବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଦୁବାଇ,୮।୩: ଟିମ ଇଣ୍ଡିଆ ରବିବାର ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଖେଳିବ। ଏହି ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ପ୍ରଶଂସକମାନେ ଘରେ ବସି ଏହି ମ୍ୟାଚ ଦେଖିପାରିବେ। ସେମାନେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ…
IND vs NZ Final: ଚାମ୍ପିଅନ୍ସ ଟ୍ରଫିରେ ଇତିହାସ ରଚିବାକୁ ଆଉ ଗୋଟିଏ ପାଦ ଦୂରରେ ବିରାଟ କୋହଲି: କରିପାରନ୍ତି ଏହି ବଡ଼ ରେକର୍ଡ
ଦୁବାଇ,୮।୩: ବିରାଟ କୋହଲିଙ୍କ ପାଖରେ ଇତିହାସ ସୃଷ୍ଟି କରିବାର ସୁଯୋଗ ଅଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍ରେ କୋହଲି କ୍ରିସ ଗେଲଙ୍କ ଗୋଟିଏ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ରବିର ଦୁବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର…
IND vs NZ Final: ଗୋଲଡେନ୍ ବ୍ୟାଟ-ବଲ୍ ରେସ୍ରେ ଅଛନ୍ତି ଏହି ଖେଳାଳି
ଦୁବାଇ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମାର୍ଚ୍ଚ ୯ରେ ଖେଳାଯିବ। ଏହା ପୂର୍ବରୁ ଗୋଲଡେନ୍ ବ୍ୟାଟ ଏବଂ ବଲ ଜିତିବା ରେସ୍ରେ ଥିବା ଖେଳାଳିଙ୍କୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ଚାମ୍ପିଅନ୍ସ ଟ୍ରଫିରେ ଯେଉଁ ବ୍ୟାଟସମ୍ୟାନ ସର୍ବାଧିକ…
ଫାଇନାଲ ଖେଳିବେ ଭାରତ-ନ୍ୟୁଜିଲାଣ୍ଡ, ଶେଷ ଯାଏ ଲଢ଼ି ବି ହାରିଗଲା…
ଲାହୋର,୫।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଫାଇନାଲକୁ ଗଲା ନ୍ୟୁଜିଲାଣ୍ଡ। ବୁଧବାର ଦକ୍ଷିଣ ଆଫ୍ରିକା ବିରୋଧରେ ଖେଳିଥିବା ଦ୍ୱିତୀୟ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରି ଦଳ ଫାଇନାଲରେ ପ୍ରବେଶ କରିଛି। ଶେଷ ଯାଏ ଲଢ଼ିବା ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ଶେଷରେ ୫୦ ରନ୍ରେ…
ଦିନିକିଆ କ୍ରିକେଟ୍ରେ ପ୍ରଥମଥର ଘଟିଲା ଏମିତି…୨ ବୋଲର୍ କଲେ ବଡ଼ କୀର୍ତ୍ତିମାନ
ନୂଆଦିଲ୍ଲୀ,୩।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ୨ ମାର୍ଚ୍ଚରେ ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ମୁହାଁମୁହିଁ ହେବେ। ଯଦିଓ ଉଭୟ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିଲେ, କିନ୍ତୁ ଏହି ମ୍ୟାଚ୍ରେ ଫଳାଫଳ ସ୍ପଷ୍ଟ କରିଦେଇଛି ସେମିଫାଇନାଲରେ କେଉଁ ଦଳ କାହା…
IND vs NZ: ପଡ଼ିଆରେ ଏମିତି କାମ କରିଦେଲେ ବିରାଟ କୋହଲି, ମୁଣ୍ଡରେ ହାତ ଦେଇଦେଲେ ଅନୁଷ୍କା
ଦୁବାଇ,୩।୩: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫି ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍ରେ ବିରାଟ କୋହଲି ୧୧ ରନ କରି ଆଉଟ ହୋଇଥିଲେ। ଏହା କୋହଲିଙ୍କ ୩୦୦ତମ ଦିନିକିଆ ମ୍ୟାଚ ଥିଲା ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମଧ୍ୟ ଏହାକୁ ଦେଖିବା…
Video: ଅକ୍ଷର ପଟେଲଙ୍କ ପାଦ ଛୁଇଁଲେ ବିରାଟ କୋହଲି: ଜାଣନ୍ତୁ କାହିଁକି
ଦୁବାଇ,୩।୩: ଚାମ୍ପିଅନ୍ସ ଟ୍ରଫିର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଥିଲା। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ କରିଥିଲା। ଜବାବରେ ମିଚେଲ ସାଣ୍ଟନରଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ…
Archives


