Tag Archives: ind vs nz

ବର୍ଷା ଯୋଗୁ ମ୍ୟାଚରେ ଓଭର ହ୍ରାସ: ଭାରତ ସାମ୍ନାରେ ରହିଛି ନୂଆ ଲକ୍ଷ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ସମୀକରଣ

ନୂଆଦିଲ୍ଲୀ, ୪।୧୧: ବର୍ଷା ପ୍ରଭାବିତ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ମ୍ୟାଚରେ ଓଭର ସଂଖ୍ୟା ହ୍ରାସ କରାଯାଇଛି। ବର୍ତ୍ତମାନ ଭାରତୀୟ ଇନିଂସ ୪୦ ଓଭରର ହେବ ଏବଂ ଏହାର ସାମ୍ନାରେ ମୋଟ ୧୬୭ ରନର ଟାର୍ଗେଟ ରହିଛି। ଅକଲାଣ୍ଡରେ ନ୍ୟୁଜିଲାଣ୍ଡର ପ୍ରଥମ ଇନିଂସ…

IND vs NZ: ଦିନିକିଆ ସିରିଜ ପୂର୍ବରୁ ନ୍ୟୁଜିଲ୍ୟାଣ୍ଡ ପାଇଁ ବଡ଼ ସମସ୍ୟା; ଏହି ଦୁଇ ଖେଳାଳି…

ନୂଆଦିଲ୍ଲୀ,୨।୧୧: T20 ସିରିଜରେ ପରାଜୟ ବରଣ କରିବା ପରେ, ନ୍ୟୁଜିଲ୍ୟାଣ୍ଡ ବର୍ତ୍ତମାନ ଭାରତ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ODI ସିରିଜ ଜିତିବା ଉପରେ ଧ୍ୟାନ କେନ୍ଦ୍ରିତ କରୁଛି। ତେବେ, ସେମାନଙ୍କ ପାଇଁ ଏକ ନିରାଶାଜନକ ଖବର ରହିଛି: ଦଳର ଦୁଇଜଣ…

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ବଢ଼ିଲା ଟିମଇଣ୍ଡିଆର ଟେନ୍‌ସନ୍‌: ପୁଣି ଫେଲ ମାରିଲେ..

ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳର ଷ୍ଟାର୍‌ ଓପନର ଯଶସ୍ବୀ ଜୟସ୍ବାଲଙ୍କ ଖରାପ ଫର୍ମ ଏବେ ଟିମ ଇଣ୍ଡିଆର ଚିନ୍ତା ବଢ଼ାଇଛି। ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ମଧ୍ୟ ଜୟସ୍ବାଲ ବିନା ଖାତା ଖୋଲି ପ୍ୟାଭିଲିୟନ ଫେରିଛନ୍ତି।…

ଅଭିଷେକ ଶର୍ମାଙ୍କ ରେକର୍ଡ ବର୍ଷା: କୋହଲିଙ୍କୁ ପକାଇଲେ ପଛରେ, ମାତ୍ର ୩୫ ବଲ୍‌ରେ କଲେ କମାଲ୍‌

ଓ୍ବେଲିଂଟନ୍‌,୨୭।୧୦:ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନ୍‌ରେ ଖେଳାଯାଉଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଅଭିଷେକ ଶର୍ମାଙ୍କ ବ୍ୟାଟ୍‌ରୁ ରନ ବର୍ଷା ହୋଇଛି। ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୧୯୯ ରନ୍‌ର ଲକ୍ଷ୍ୟ ରଖିଥିବା ବେଳେ ଅଭିଷେକ ଓ ବୈଭବ ସୂର୍ଯ୍ୟବଂଶୀଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଏହି…

IND VS NZ: ୪ ୱିକେଟରେ ବାଜି ମାରିଲା ଟିମ୍‌ ଇଣ୍ଡିଆ, ଚର୍ଚ୍ଚାରେ ତିଲକ ବର୍ମା-ନୀତୀଶ ରେଡ୍ଡୀ

ନୂଆଦିଲ୍ଲୀ,୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ, ଭାରତୀୟ କ୍ରିକେଟ ଦଳ ଏକ ଖରାପ ଆରମ୍ଭ ସତ୍ତ୍ୱେ ଚମତ୍କାର ପ୍ରଦର୍ଶନ କରି ୪ ୱିକେଟରେ ବିଜୟ ହାସଲ କରିଛି। ଏହି ବିଜୟ ସହ ଶ୍ରେୟସ ଆୟର ଏବଂ ତାଙ୍କ ଦଳ ୫…

ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ରୁ ବାଦ୍‌ ପଡିଲେ ଏହି ଖେଳାଳି

ନୂଆଦିଲ୍ଲୀ, ୨୩।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଆହତ କାରଣରୁ ବାଦ ପଡ଼ିଛନ୍ତି ଇଶାନ କିଶନ। ବିସିସିଆଇ ଏନେଇ ସୂଚନା ଦେଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ, କ୍ରାଇଷ୍ଟଚର୍ଚ୍ଚରେ ଖେଳାଯାଇଥିବା ପ୍ରଥମ ମ୍ୟାଚ ସମୟରେ ଇଶାନଙ୍କ ଡାହାଣ ଗୋଡ଼ର ମାଂସପେଶୀରେ…

୧୫ ବର୍ଷୀୟ ବୈଭବଙ୍କୁ ନେଇ ନ୍ୟୁଜିଲାଣ୍ଡ ଶିବିରରେ ଛନ୍‌କା! ଖାସ୍‌ ରଣନୀତି ପ୍ରସ୍ତୁତ କଲେ କିୱି ଅଧିନାୟକ, କହିଲେ…

ନୂଆଦିଲ୍ଲୀ, ୨୨।୧୦: ୧୫ ବର୍ଷୀୟ ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱର ବୋଲରଙ୍କ ଧ୍ୟାନ ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନର ମଧ୍ୟ ଏହା ସ୍ବୀକାର କରିଛନ୍ତି ଯେ, ଯଦି ବୈଭବଙ୍କୁ ଭାରତୀୟ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ଗସ୍ତ ପୂର୍ବରୁ ଟିମ୍ ଇଣ୍ଡିଆକୁ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ୩୦…

ଭାରତର ଐତିହାସିକ ବିଜୟ ପରେ ବିରାଟ କୋହଲି କହିଦେଲେ ଏମିତି: ଦେଶରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୯।୩: ଟି-୨୦ ବିଶ୍ୱକପ ଫାଇନାଲରେ ଭାରତର ଐତିହାସିକ ବିଜୟ ପରେ, ସାରା ଦେଶରେ ସେଲିବ୍ରେଶନ୍‌ ପାଳନ କରାଯାଇଥିଲା। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳୁଥିବା ଭାରତୀୟ ଦଳ ଏକ ଉଲ୍ଲେଖନୀୟ ପ୍ରଦର୍ଶନ କରି ତୃତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଥିଲା।…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩: ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ ବିଶ୍ୱକପ୍ ଫାଇନାଲରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ଜିତିବାରେ ସଫଳ…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ ହେଉଛି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ, ଯାହାର କ୍ଷମତା ୧୩୨,୦୦୦। ଏହି ଫାଇନାଲ…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଇସାରିଛି। ସଞ୍ଜୁ ସାମସନ ଆଜି ତାଙ୍କ ଘରୋଇ ଦର୍ଶକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?