ବାରବାଟୀ ବ୍ୟାଟଲ୍: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ… କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍...