ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍ପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସୁକତା ରହିଥିଲା। ଚୟନକର୍ତ୍ତାଙ୍କ ନେଇ ଚର୍ଚ୍ଚା ମଧ୍ୟରେ ଦଳ ଘୋଷଣା ପରେ…

