ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ କରିଛି, ଯାହା କେନ୍ଦ୍ରୀୟ କ୍ଷେତ୍ରରେ ଏକ ବଡ଼ ସ୍ତରରେ ଆୟୋଜିତ ହେଉଛି। ଏହି ଅଭ୍ୟାସରେ…