କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…
ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ଜିଲାର ଜୁନାଗଡ଼, ଭବାନୀପାଟଣା, କେସିଙ୍ଗା, ଧର୍ମଗଡ଼ ଆଦି…
କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ
ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି ମେଣ୍ଟ କର୍ମୀ । କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ କର୍ମୀମାନେ…

