ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…
ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ ସହିତ ବିଗିଡ଼ିଥିବା ସମ୍ପର୍କରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି ଏବଂ ତାଙ୍କ...
ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ
ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ ଜନସଂଖ୍ୟା ବଢ଼ିବା ସହିତ ମୃତ୍ୟୁସଂଖ୍ୟାକୁ ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଛି।...
ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ
ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ ବିଜୟ ପରେ ପାକିସ୍ତାନୀ କୋଚ୍ ତଥା ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ଭାରତୀୟ...
ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ
ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ, ଏହାର ପାଲଟା ଜବାବରେ ବାଂଲାଦେଶ ମଧ୍ୟ ସୋମବାର ଠାରୁ ନୂଆଦିଲ୍ଲୀ ସ୍ଥିତ...
ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର
ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଅତ୍ୟଧିକ ନିର୍ଭରଶୀଳତା...
ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…
ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ ହୋଇଥିବା କଷ୍ଟମ ଶୁଳ୍କ ଏବଂ ସୌର କ୍ଷେତ୍ରକୁ ଯୋଗାଇ ଦିଆଯାଉଥିବା ସବସିଡି ସମ୍ପର୍କରେ...
ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍ରୁ ଶିଖିବ କି ଭାରତ?
ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏହି ସମୟରେ ଚାଇନାର ରାଜଧାନୀ ବେଜିଂ, ଯାହାକୁ...
ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ
ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ କୁହୁଡ଼ି ଯୋଗୁଁ ଗୋଟିଏ ବି ବଲ୍ ଫିଙ୍ଗାଯାଇପାରିଲା ନାହିଁ କିମ୍ବା ଟସ୍ ମଧ୍ୟ...
ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ
ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ ଅବତରଣ କରିବା ମାତ୍ରେ ଗୋଆ ପୋଲିସ ତୁରନ୍ତ ଦୁଇ ଭାଇଙ୍କୁ ଗିରଫ କରିବା...
‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରାଷ୍ଟ୍ରଦୂତ ହରିଶ ପି. ସ୍ପଷ୍ଟ ଭାବରେ କହିଛନ୍ତି...
ଗମ୍ଭୀରଙ୍କ ଅଦ୍ଭୁତ ଷ୍ଟ୍ରାଟେଜି: ଶେଷ ଓଭରରେ କଲେ ଏମିତି ମିଳିଲା ତୁରନ୍ତ ସଫଳତା
ଧର୍ମଶାଳା,୧୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କ ଏକ ଅଦ୍ଭୁତ ରଣନୀତି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ରଣନୀତି ଯୋଗୁଁ ଟିମ୍ ଇଣ୍ଡିଆକୁ ବଡ଼ ଲାଭ...
ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ
ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫିର ଅତିକମରେ ଦୁଇଟି ଦିନିକିଆ ମ୍ୟାଚ୍...
Archives


