ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ… କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ମ୍ୟାଚ୍ ଶେଷରେ ପ୍ରତିପକ୍ଷ ଶ୍ରୀଲଙ୍କା ‘ଏ’ ଦଳର ଜଣେ ଖେଳାଳିଙ୍କୁ ଧକ୍କା…