ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର ୩ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ।…