ଟିମ୍ଇଣ୍ଡିଆ ସହ ହୋଇଛି ବଡ଼ ଧୋକା: ୩୩୩ ରନ ହୋଇଥିବା ପିଚ୍ରେ ଭାରତ ୮୯ରେ ଅଲଆଉଟକୁ ନେଇ ମୁହଁ ଖୋଲିଲେ ଶ୍ରେୟସ ଆୟର
ମାଉଣ୍ଟ ମାଉଙ୍ଗାନୁଇ,୧୩।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଟିମ ଇଣ୍ଡିଆର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଯେଉଁ ପିଚ୍ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୩୩୩ ରନ କରିଥିଲା, ସେହି ପିଚ୍ରେ ଭାରତୀୟ ଦଳ ମାତ୍ର ୮୯ ରନ୍ରେ ଅଲଆଉଟ ହୋଇଯାଇଥିଲା।…

