ଇଣ୍ଡିଆ ମେଣ୍ଟ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଳେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ଡିସେମ୍ବର ୬ କୁ ଦିଲ୍ଲୀରେ ଡାକିଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ...