ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଗତ ଚାରି ମାସ ମଧ୍ୟରେ ସର୍ବାଧିକ। ନଭେମ୍ବର ମାସରେ ଏହି ହାର…