ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ
ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା କ୍ୱାର୍ଟରଫାଇନାଲ୍ ମ୍ୟାଚ୍ ଲଗାଣ ବର୍ଷା ଯୋଗୁଁ ରଦ୍ଦ ହୋଇଯାଇଛି। ଏସିଆନ୍ ଗେମ୍ସର…

