ବିରାଟଙ୍କ ଅର୍ଦ୍ଧଶତକ, ପ୍ରଥମ ଦିନିକିଆରେ ଭାରତର ଦମ୍ଦାର ବିଜୟ; ୫ ୱିକେଟ୍ରେ ହାରିଲା ନ୍ୟୁଜିଲାଣ୍ଡ
ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତର ଦମ୍ଦାର ବିଜୟ ହୋଇଛି । ବୁଧବାର ଅକଲାଣ୍ଡର ଇଡେନ୍ ପାର୍କରେ ଖେଳାଯାଇଥିବା ମ୍ୟାଚ୍ରେ ଡକ୍ୱର୍ଥ-ଲୁଇସ୍-ଷ୍ଟର୍ନ (DLS) ନିୟମ ଅନୁସାରେ ଭାରତ ୫ ୱିକେଟ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି । ଏହି ବିଜୟ…

