ନୂଆଦିଲ୍ଲୀ,୮।୫: ପାକିସ୍ତାନରେ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ପାଇଁ ଭାରତର ପସନ୍ଦଯୋଗ୍ୟ ଅସ୍ତ୍ର ସ୍କାଲ୍ପ କ୍ରୁଜ ମିସାଇଲ ଏବଂ ହାମର ବୋମା ସହିତ, ଭାରତୀୟ ସେନା ମଧ୍ୟ…